ପାଣି ପାଇଁ ଗ୍ରାମବାସୀଙ୍କ ରାସ୍ତା ଅବରୋଧ

ଧର୍ମଗଡ : କୋକସରା ବ୍ଲକ ଡଙ୍ଗରିଗୁଡାରେ ପାଣି ପାଇଁ ଗ୍ରାମବାସୀମାନେ ରାସ୍ତା ଅବରୋଧ କରିଛନ୍ତି। ସେମାନେ ରାସ୍ତାରେ ଗରା ମାଠିଆ ଧରି ରାସ୍ତା ଅବରୋଧ କରିଛନ୍ତି। ଫଳରେ ଭବାନୀପାଟଣା ଓ ଜୟପୁର ମଧ୍ୟରେ ଯାତାୟତ ବାଧାପ୍ରାପ୍ତ ହୋଇଛି। ଏହାଦ୍ବାରା ରାସ୍ତାର ଉଭୟ ପାର୍ଶ୍ବରେ ଗାଡିଗୁଡିକ ଅଟକି ରହିଛି।

Comments are closed.