ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଆଇଟିଆଇ କଲେଜର ଛାତ୍ର ମୃତ

ବୁର୍ଲା : ବଲାଙ୍ଗୀର ସରକାରୀ ଆଇଟିଆଇ କଲେଜର ଦ୍ଵିତୀୟ ବର୍ଷ ଛାତ୍ର ସୌମ୍ୟରଞ୍ଜନଙ୍କ ଚିକିତ୍ସାଧୀନ ଅବସ୍ଥାରେ ରବିବାର ମୃତ୍ୟୁ ଘଟିଛି। ଗତକାଲି ସେ ୩୩ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଗୁରୁତର ଆହତ ହୋଇ ବୁର୍ଲା ମେଡିକାଲରେ ଭର୍ତ୍ତି ହୋଇଥିଲେ । ତାଙ୍କ ଘର ସୋନପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ତମାମୁଣ୍ଡାରେ ବୋଲି ଜଣାପଡିଛି ।

Comments are closed.