Browsing Tag

15

ଦେଶରେ ଚିହ୍ନଟ ହେଲେ ୧୫,୭୮୬ ନୂଆ କରୋନା ଆକ୍ରାନ୍ତ; ୨୩୧ ମୃତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫,୭୮୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକ ମଧ୍ୟରେ ୨୩୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଦିନକ ମଧ୍ୟରେ କରୋନାରୁ ୧୮,୬୪୧ ଜଣ ସୁସ୍ଥ…
Read More...

ଦେଶରେ ୧୫,୮୨୩ ନୂଆ କରୋନା ସଂକ୍ରମିତ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫,୮୨୩ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକ ମଧ୍ୟରେ ୨୨,୮୪୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ମଙ୍ଗଳବାର ସୁଦ୍ଧା ଦେଶରେ ଦୈନିକ ସଂକ୍ରମଣ ହାର…
Read More...