ଲକ୍ଷଣ ବିହୀନ ବା ସାମାନ୍ୟ ଲକ୍ଷଣ ଥିଲେ କାମ ଦେଉଛି : ଆୟୁର୍ବେଦିକ ଔଷଧ ‘ଆୟୁଷ-୬୪’
ନୂଆଦିଲ୍ଲୀ : ଲକ୍ଷଣ ନଥିବା କିମ୍ବା ସାମାନ୍ୟ ଲକ୍ଷଣ ଥିବା କରୋନା ସଂକ୍ରମିତଙ୍କ ଚିକିତ୍ସା କ୍ଷେତ୍ରରେ ଆୟୁର୍ବେଦିକ ଔଷଧ ଆୟୁଷ ୬୪ ବେଶ ପ୍ରଭାବଶାଳୀ ହେଉଥିବା ଆୟୂଷ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର କୁହାଯାଇଛି।…
Read More...
Read More...