Browsing Tag

Bear attack

ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି 

କେଶଦୁରାପାଳ : ଭାଲୁ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଜଣାପଡିଛି । ସୂଚନାରୁ ଜଣାଯାଏ କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ କୋଡ଼ପଡ଼ା ଗ୍ରାମ ଗୌଡ଼ ଡିହାର କାହୁ…
Read More...

ଭାଲୁ କାମୁଡ଼ାରେ ଯୁବକ ଆହତ

ନବରଙ୍ଗପୁର: ପାପଡାହାଣ୍ଡି ବ୍ଲକ ମାଝୀଗୁଡା ପଞ୍ଚାୟତର ଭାଲୁଝର ଗ୍ରାମର ଜଣେ ଯୁବକ ଭାଲୁ ଆକ୍ରମଣରେ ଆହତ ହୋଇଛନ୍ତି। ଆହତ ଯୁବକଜଣକ ହେଉଛନ୍ତି ଗୁରୁ ମୁଦୁଲି (୨୭)। ସୂଚନା ଅନୁସାରେ, ଗୁରୁ ସନ୍ଧ୍ୟା ୭ଘଣ୍ଟା ସମୟରେ…
Read More...

ଭାଲୁ ଆକ୍ରମଣରେ ଜଣେ ଆହତ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ତୁମ୍ଭରଲା ପଂଚାୟତ ଅନ୍ତର୍ଗତ ବାବାଜୀଗୁଡା ଗ୍ରାମର ପ୍ରେମାନନ୍ଦ ପ୍ରଧାନୀ(୫୬) ଆଜି ଡିବା ୧୧ ଘଣ୍ଟା ସମୟରେ ଗ୍ରାମ ନିକଟସ୍ଥ ଏକ ପୋଖରୀକୁ ଗାଧେଇବାକୁ ଯାଉଥିବା…
Read More...

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ପାଟଣା: ପାଟଣା ବ୍ଲକ୍ ଅନ୍ତର୍ଗତ ଟାଙ୍ଗରପଡ଼ା ପଞ୍ଚାୟତ ଝାଲିଆପଡ଼ା ନାଳ ନିକଟକୁ ଶୌଚ ପାଇଁ ଯାଇଥିବା ସମୟରେ ଆଜି ସକାଳ ସାଢେ଼ ୫ଟା ସମୟରେ ଜଣେ ବ୍ୟକ୍ତି ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ଗୁରୁତର ବ୍ୟକ୍ତି ଜଣକ…
Read More...

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ପାଟଣା: ପାଟଣା ବନାଞ୍ଚଳ ଅନ୍ତର୍ଗତ ପୋଇପାଣି ଗ୍ରାମର ନାଟୁ କାରୁଆ(୩୫) ନାମକ ଜଣେ ବ୍ୟକ୍ତି ଭାଲୁ କାମୁଡାରେ ଗୁରୁତର ହୋଇଛନ୍ତି । ସକାଳୁ ସେ ଶୌଚ ପାଇଁ କେନାଲ ନିକଟକୁ ଯାଇଥିବା ସମୟରେ ଏକ ଜଙ୍ଗଲି ଭାଲୁ ନାଟୁ…
Read More...

ଭାଲୁ ମୁହଁରୁ ସାନଭାଇ ବଞ୍ଚାଇଲା ବଡ଼ଭାଇର ଜୀବନ

ନୀଳଗିରି: ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଧୋବଶିଳା ପଞ୍ଚାୟତ ଅଧୀନ କଣ୍ଟାବଣିଆ ଗାଁର ରସାନନ୍ଦ ବିନ୍ଧାଣୀ (୫୬) ଗାଁ ପାଣିପମ୍ପ ସଜାଡ଼ିବା ପାଇଁ ଘରୁ ବାହାରୁଥିବା ସମୟରେ ଭାଲୁ ଆକ୍ରମଣର ଶିକାର ହୋଇଛନ୍ତି। ତେବେ ତାଙ୍କ…
Read More...

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧିନ କଟରାସାହି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। କଟରାସାହି ଗ୍ରାମର ଜଣେ ବ୍ୟକ୍ତି ଶୁକ୍ରବାର ସନ୍ଧ୍ୟା ସମୟରେ ନିଜ ବଳଦକୁ ଖୋଜିବାକୁ ଘର ପଛପଟ ବାଡ଼ିକୁ ଯାଇଥିବା…
Read More...

ଭାଲୁ ଆକ୍ରମଣରେ ଜଣେ ଗୁରୁତର

କଳାହାଣ୍ଡି : କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଆଇଲି ଗାଁରେ ଭାଲୁ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଥିବା ଜଣାପଡ଼ିଛି। ତାଙ୍କୁ ଗୁରୁତର ଅବସ୍ଥାରେ ଭବାନୀପାଟଣା ମୁଖ୍ୟ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି।…
Read More...

ଭାଲୁ ଆକ୍ରମଣରେ ଜଣେ ମୃତ, ଦୁଇ ଗୁରୁତର

ଅନୁଗୁଳ: ଅନୁଗୁଳ ଜିଲା ଆଠମଲ୍ଲିକ ଅଞ୍ଚଳରେ ଭାଲୁ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ଶୁକ୍ରବାର ରାତିରେ ୪ ଜଣ ଜଙ୍ଗଲ ଜଗିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣର ଶିକାର ହୋଇଥିଲେ।…
Read More...

ଭାଲୁ ଆକ୍ରମଣରେ ଜଣେ ଗୁରୁତର

ନୀଳଗିରି: ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସୂଚନା ଅନୁଯାୟୀ,  ନୀଳଗିରି ଥାନା ରିଙ୍ଗପୁର ଗ୍ରାମର ଜୟରାମ ସିଂହ (୩୮) ରବିବାର ସକାଳେ ନିକଟସ୍ଥ ଜଙ୍ଗଲକୁ ଶୌଚ ପାଇଁ ଯାଇଥିବା ବେଳେ ଅଚାନକ ୨ଟି ଭାଲୁ…
Read More...