Browsing Tag

BJD

ବିଜେଡି ବିରୋଧରେ ବିଜେପିର ଅଭିଯୋଗ ପତ୍ର

ଭୁବନେଶ୍ୱର: ବିଜେଡି ସରକାରଙ୍କ ବିରୋଧରେ ରାଜ୍ୟ ବିଜେପି ଆଣିଛି ଚାର୍ଜସିଟ୍‌‌। ରାଜ୍ୟ କାର୍ଯ୍ୟାଳୟରେ ୨୫ବର୍ଷର ଚାର୍ଜସିଟ୍‌‌ ବହିକୁ ଲୋକାର୍ପଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ। କେତେ ଦିନ ସହିବ,…
Read More...

ବିକାଶକୁ ବିରୋଧ କରୁଥିବା ନେତା କେବେ ସଫଳ ହୋଇନାହାଁନ୍ତି- ନବୀନ

ହିଞ୍ଜିଳି: ପ୍ରଚାର ମଇଦାନକୁ ଓହ୍ଲାଇଥିବା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ସିଧାସଳଖ ଟାର୍ଗେଟ କରିଛନ୍ତି। ନବୀନ କହିଛନ୍ତି ବିକାଶକୁ ବିରୋଧ କରିଥିବା ନେତା କେବେ ସଫଳ…
Read More...

ବିଜେଡି ଛାଡିଲେ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର: ବିଜେଡିରୁ ଇସ୍ତଫା ଦେଇଛନ୍ତି ସମ୍ବଲପୁରର ପୂର୍ବତନ ବିଧାୟିକା ଡକ୍ଟର ରାସେଶ୍ୱରୀ ପାଣିଗ୍ରାହୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇ ସଭାପତିଙ୍କ ପାଖକୁ ପଠାଇଛନ୍ତି ଇସ୍ତଫା ପତ୍ର। ତେବେ ବିଜେଡି…
Read More...

ଯୋଡି ଶଙ୍ଖର ଆହ୍ୱାନ ଦେଲେ ନବୀନ

ଭୁବନେଶ୍ୱର: ଆସନ୍ତାକାଲିଠୁ ପ୍ରଚାରକୁ ଓହ୍ଲାଇବେ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗଞ୍ଜାମ ଜିଲ୍ଲାର ହିଞ୍ଜିଳିରୁ ନିର୍ବାଚନୀ ପ୍ରଚାର ଆରମ୍ଭ କରିବେ ନବୀନ। ଏହି ଅବସରରେ ଓଡ଼ିଶାବାସୀଙ୍କୁ ଯୋଡି…
Read More...

ଅମର ଶତପଥୀ କଟିଲେ, ବଡ଼ଚଣାରୁ ପ୍ରାର୍ଥୀ ହେଲେ ବର୍ଷା

ଭୁବନେଶ୍ୱର: ବିଜେଡିର ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ବଡଚଣାର ଟାଣୁଆ ନେତା ତଥା ବିଧାୟକ ଅମର ଶତପଥୀଙ୍କ ଟିକେଟ କାଟି ତାଙ୍କ ସ୍ଥାନରେ ଅଭିନେତ୍ରୀ ବର୍ଷା…
Read More...

ନିର୍ବାଚନୀ ଇସ୍ତାହାର ପ୍ରସ୍ତୁତ କରୁଛି ବିଜେଡି: ଲୋକଙ୍କ ମତାମତ ଲୋଡିଲେ ୫ଟି ଅଧ୍ୟକ୍ଷ

ଭୁବନେଶ୍ୱର: ଖୁବଶୀଘ୍ର ପ୍ରକାଶ ପାଇବ ବିଜେଡିର ନିର୍ବାଚନୀ ଇସ୍ତାହାର। ଏହାପୂର୍ବରୁ ଲୋକଙ୍କ ମତାମତ ଲୋଡିଛନ୍ତି ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଏକ ଭିଡ଼ିଓ ଜାରି କରି ଲୋକଙ୍କ ମତାମତ ମାଗିଛନ୍ତି ୫ଟି ଅଧ୍ୟକ୍ଷ।…
Read More...

୩ ବିଧାୟକଙ୍କ ଟିକେଟ କଟିଲା: ଦୁଇ ପ୍ରାର୍ଥୀ ବଦଳିଲେ

ଭୁବନେଶ୍ୱର: ବିଜେଡି ୫ମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ତାଲିକାରେ ୨ଜଣ ପ୍ରାର୍ଥୀଙ୍କୁ ଅଦଳବଦଳ କରିଛି ବିଜେଡି। ସମ୍ବଲପୁର ଆସନରେ ପ୍ରସନ୍ନ ଆଚାର୍ଯ୍ୟଙ୍କୁ ଦଳ ପୂର୍ବରୁ ପ୍ରାର୍ଥୀ ଭାବେ…
Read More...

ବିଜେପି ନେତାଙ୍କ ବିରୋଧରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର: ନିର୍ବାଚନ ଆଚରଣ ବିଧି ଉଲ୍ଲଘଂନ ଅଭିଯୋଗ ନେଇ ସୋମବାର ମୁଖ୍ୟ ନିର୍ବାଚନ କମିଶନଙ୍କ ନିକଟରେ ଫେରାଦ ହୋଇଛି ବିଜେଡି। ବିଜେପି ନେତାମାନେ ପୁଲିସ ଓ ସରକାରୀ କର୍ମଚାରୀଙ୍କୁ ଧମକାଉଥିବା ସହ ପ୍ରଚାରରେ…
Read More...

ବିଜେପିରେ ମିଶିଲେ ବରିଷ୍ଠ ବିଜେଡି ନେତା ଅଜୟ ନାୟକ

ଭୁବନେଶ୍ୱର: ବିଜେପିରେ ମିଶିଲେ ଚାନ୍ଦବାଲି ନିର୍ବାଚନମଣ୍ଡଳୀର ବରିଷ୍ଠ ବିଜେଡି ନେତା ଅଜୟ ନାୟକ। ଆଜି ସେ ବିଜେଡିରୁ ଇସ୍ତଫା ଦେବା ପରେ ବିଜେପିରେ ସାମିଲ ହୋଇଛନ୍ତି। ବିଧାୟକ ବ୍ୟୋମକେଶଙ୍କୁ ମାମୁଁ ହେଉଛନ୍ତି ଅଜୟ…
Read More...

ବିଜେଡି ନିର୍ବାଚନ ଇସ୍ତାହାର କମିଟିର ପ୍ରଥମ ବୈଠକ

ଭୁବନେଶ୍ୱର: ଶଙ୍ଖ ଭବନରେ ବିଜେଡିର ନିର୍ବାଚନୀ ଇସ୍ତାହାର କମିଟିର ପ୍ରଥମ ବୈଠକ ବସିଛି। ଚଳିତ ନିର୍ବାଚନରେ ଦଳର ନିର୍ବାଚନୀ ଇସ୍ତାହାର ରୂପରେଖ କିପରି ରହିବ ସେନେଇ ଆଲୋଚନା ହେଉଥିବା ସୂଚନା ମିଳିଛି। ୩୮ ଜଣିଆ…
Read More...