Browsing Tag

BJD

ଶଙ୍ଖ ଧରିଲେ ଭୃଗୁ ବକ୍ସିପାତ୍ର

ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାରେ ସଶକ୍ତ ହେଉଛି ବିଜେଡି। ବୁଧବାର ସକାଳେ ବିଜେପିରୁ ଇସ୍ତଫା ଦେଇଥିବା ଭୃଗୁ ବକ୍ସିପାତ୍ର ଶଙ୍ଖ ଭବନରେ ବିଜେଡିରେ ଯୋଗ ଦେଇଛନ୍ତି। ସାଂସଦ ମାନସ ମଙ୍ଗରାଜ, ସାଂସଦ ଚନ୍ଦ୍ରଶେଖର ସାହୁ,…
Read More...

ବିଜେଡିରେ ଯୋଗ ଦେଲେ ପ୍ରକାଶ ବେହେରା

ଭୁବନେଶ୍ୱର: ବିଜେଡିରେ ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା ଯୋଗ ଦେଇଛନ୍ତି। ୧୩ ସରପଞ୍ଚ ଓ ଶତାଧିକ ସମର୍ଥକଙ୍କ ସହ ଶଙ୍ଖ ଭବନରେ ଦଳରେ ଯୋଗ ଦେଲେ ପ୍ରକାଶ। ସାଂସଦ ମାନସ ମଙ୍ଗରାଜ, ସସ୍ମିତ ପାତ୍ର, ବିଧାୟକ…
Read More...

ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର: ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ନୂଆ ଦାୟିତ୍ୱ ଦିଆଯାଇଛି। ବିଜେଡିର ଉପସଭାପତି ଭାବେ ନିଯୁକ୍ତ ଦେଇଛନ୍ତି ସୁପ୍ରିମୋ ନବୀନ ପଟ୍ଟନାୟକ। ଏନେଇ ସୂଚନା ଦେଇଛନ୍ତି ବିଜେଡି ସାଧାରଣ ସମ୍ପାଦକ ମାନସ…
Read More...

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଲଢିବେ ବିଜେପିର ଏହି ପ୍ରାର୍ଥୀ

ଭୁବନେଶ୍ୱର: ୨୦୨୪ ନିର୍ବାଚନ ପାଇଁ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି ବିଜେପି। ପ୍ରଥମ ପର୍ଯ୍ୟାୟରେ ୧୧୨ ଟି ଆସନ ଲାଗି ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛଇ। ତେବେ ଏହି ତାଲିକାରେ ହିଞ୍ଜିଳିରୁ ଶିଶିର…
Read More...

ପଦ୍ମ ଧରିଲେ ସାଂସଦ ଅନୁଭବ ମହାନ୍ତି

ଭୁବନେଶ୍ୱର: ଦିଲ୍ଲୀ ମୁଖ୍ୟାଳୟରେ ପଦ୍ମ ଧରିଲେ ସାଂସଦ ଅନୁଭବ ମହାନ୍ତି। ୨ଦିନ ତଳେ ବିଜେଡିରୁ ଦେଇଥିଲେ ଇସ୍ତଫା ଅନୁଭବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁପ୍ରାଣିତ ହୋଇ ବିଜେପିରେ ଯୋଗ ଦେଇଥିବା…
Read More...

ବିଧାନସଭା ପ୍ରାର୍ଥୀ ତାଲିକାକୁ ନେଇ ବିଜେପିକୁ ଟାର୍ଗେଟ କଲା ବିଜେଡି

ଭୁବନେଶ୍ୱର: ବିଜେପି ପକ୍ଷରୁ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶରେ ବିଳମ୍ବ ହେତୁ ପୁଣି ଥରେ ବିଜେପିକୁ ଟାର୍ଗେଟ କରିଛି ବିଜେଡି। ଦଳର ମୁଖପାତ୍ର ସ୍ୱୟଂପ୍ରକାଶ ମହାପାତ୍ର କହିଛନ୍ତି ଯେ ‘ଓଡ଼ିଶା ବିଜେପି ପାଖରେ ୧୪୭…
Read More...

କଂଗ୍ରେସ ଛାଡି ବିଜେଡିରେ ମିଶିଲେ କେ.ସୂର୍ଯ୍ୟ ରାଓ

ଭୁବନେଶ୍ୱର: ବିଜେଡିରେ ସାମିଲ ହୋଇଛନ୍ତି ପୂର୍ବତନ କଂଗ୍ରେସ ବିଧାୟକ କେ.ସୂର୍ଯ୍ୟ ରାଓ। ନିଜ ସମର୍ଥକଙ୍କ ସହ ଶଙ୍ଖ ଭବନରେ ଶଙ୍ଖ ଫୁଙ୍କିଛନ୍ତି ସୂର୍ଯ୍ୟ ରାଓ। ଏହି ମିଶ୍ରଣ ପର୍ବରେ ସାଂସଦ ସସ୍ମିତ ପାତ୍ରଙ୍କ…
Read More...

ବିଜେଡିରୁ ଇସ୍ତଫା ଦେଲେ ପ୍ରିୟଦର୍ଶୀ ମିଶ୍ର

ଭୁବନେଶ୍ୱର: ବିଜେଡିରୁ ଇସ୍ତଫା ଦେଇଛନ୍ତି ଉତ୍ତର ଭୁବନେଶ୍ୱରର ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର। ଦଳର ସଭାପତିଙ୍କୁ ସେ ଇସ୍ତଫା ପତ୍ର ପଠାଇଛନ୍ତି। ଦଳରେ କ୍ରମାଗତ ଅବହେଳା ଦର୍ଶାଇ ପ୍ରିୟଦର୍ଶୀ ଇସ୍ତଫା…
Read More...

ସମଲେଶ୍ୱରୀଙ୍କ ଦର୍ଶନ କଲେ ପ୍ରଣବ: କହିଲେ ବିଜେଡିର ବଡ ବିଜୟ ହେବ

ସମ୍ବଲପୁର: ସମ୍ବଲପୁରରେ ବିଜେଡି ସାଙ୍ଗଠନିକ ସମ୍ପାଦକ ତଥା ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ଶୁକ୍ରବାର ପ୍ରଣବ ସମ୍ବଲପୁରରେ ପହଞ୍ଚିବା ପରେ ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀଙ୍କ ଦର୍ଶନ କରି ଆଶୀର୍ବାଦ…
Read More...

ବିଜେପିରୁ ଇସ୍ତଫା ଦେଲେ ବିଧାୟକ ସୁକାନ୍ତ ନାୟକ

ଭୁବନେଶ୍ୱର: ନୀଳଗିରି ବିଜେପି ବିଧାୟକ ସୁକାନ୍ତ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି। ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପାଖକୁ ଇସ୍ତଫାପତ୍ର ପଠାଇଛନ୍ତି ସୁକାନ୍ତ। ୨୦୧୪ରେ ବିଜେଡିରୁ…
Read More...