Browsing Tag

bjp programme

ନଗର ବିଜେପିର ପ୍ରଶିକ୍ଷଣ ଶିବିର

ଫୁଲବାଣୀ: ନଗର ବିଜେପି ପକ୍ଷରୁ ଏକ ପ୍ରଶିକ୍ଷଣ ଶିବିର ଫୁଲବାଣୀଠାରେ ଆୟୋଜିତ ହୋଇଯାଇଛି। ନଗର ସଭାପତି ସୁଶାନ୍ତ କୁମାର ମହାନ୍ତିଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ପ୍ରଶିକ୍ଷଣ ଶିବିରରେ ଜିଲା ସଭାପତି ଜଗନ୍ନାଥ ସାହୁ…
Read More...

ବିଜେପି ପକ୍ଷରୁ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

ଫୁଲବାଣୀ: କନ୍ଧମାଳ ଜିଲା ଘୁୁ.ଉଦୟଗିରି ନିର୍ବାଚନ ମଣ୍ଡଳି ଅନ୍ତର୍ଗତ ରାଇକିଆ ମଣ୍ଡଳରେ ବିଜେପି ପକ୍ଷରୁ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ମଣ୍ଡଳ ସଭାପତି ଜାମ୍ବବ ପ୍ରଧାନଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି…
Read More...