Browsing Tag

corana virus death

୫ ଜିଲାରୁ କରୋନାରେ ଆଖି ବୁଜିଲେ ୫ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟରେ କରୋନା ଜନିତ ମୃତ୍ୟୁ ହ୍ରାସ ପାଉଥିବା ଦେଖାଯାଉଛି। ୨୪ ଘଣ୍ଟାରେ ଆଉ ୫ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି। ଏହାସହ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ଛୁଇଁଲା ୧୭୯୪କୁ…
Read More...

ଆଉ ୬ ଆକ୍ରାନ୍ତ ମୃତ ; ମୃତ୍ୟୁ ସଂଖ୍ୟା ୧୭୮୪

ଭୁବନେଶ୍ୱର : ରାଜ୍ୟରେ କିଛିଦିନ ହେବ କରୋନା ଜନିତ ମୃତକଙ୍କ ସଂଖ୍ୟାହ୍ରାସ ପାଇବା ସହ ୧୦ ମଧ୍ୟରେ ସୀମତି ରହୁଛି। ୨୪ ଘଣ୍ଟାରେ ଚିକିତ୍ସାଧୀନ ଅବସ୍ଥାରେ କରୋନାରେ ଆଉ ୬ ଆକ୍ରାନ୍ତ ଆଖି ବୁଜିଲେ। ଏହାସହ ମୋଟ ମୃତ୍ୟୁ…
Read More...

ଦିନକରେ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ; ୧୨୪୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର : ରାଜ୍ୟରେ ଦିନକରେ ୧୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏବେ ୧୨୪୫ରେ ମୃତ୍ୟୁ ସଂଖ୍ୟା ପହଞ୍ଚିଛି। ୨୪ ଘଣ୍ଟାରେ ମୃତ୍ୟୁ ବରଣ କରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳ, ବାଲେଶ୍ୱର, ଢେଙ୍କାନାଳ,…
Read More...