Browsing Tag

Corona in Odisha

ଅଣାୟତ୍ତ କରୋନା: ଆଜି ୧୨୧୫ ପଜିଟିଭ, ୪୬୨ ସ୍ଥାନୀୟ ସଂକ୍ରମିତ

ଭୁବନେଶ୍ଵର: ରାଜ୍ୟରେ ଆଜି ୧୨୧୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୭୫୩ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଠାବ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୪୬୨ ରହିଛି। ଗଞ୍ଜାମ ଜିଲାରେ ସର୍ବାଧିକ ୩୩୨…
Read More...

ରାଜ୍ୟରେ ୮୬ ନୂଆ ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତ ସଂଖ୍ୟା ୧୧୮୯କୁ ବୃଦ୍ଧି

ଭୁବନେଶ୍ଵର: ରାଜ୍ୟରେ ଶୁକ୍ରବାର ପୁଣି ୮୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯କୁ ବୃଦ୍ଧି ପାଇଛି। ଏହି ୮୬ ଜଣଙ୍କ ମଧ୍ୟରୁ ୮୦ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ…
Read More...

୫୧ ନୂଆ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର

ଭୁବନେଶ୍ଵର: ରାଜ୍ୟରେ ଗୁରୁବାର ଚିହ୍ନଟ ହୋଇଥିବା ୫୨ ନୂଆ କରୋନା ସଂକ୍ରମିତଙ୍କ ସମ୍ପର୍କରେ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଏହି ସଂକ୍ରମିତମାନଙ୍କ ମଧ୍ୟରୁ ନୟାଗଡ଼ ଏବଂ କଳାହାଣ୍ଡି ଜିଲାର ୧୧ ଜଣ ଲେଖାଏ ରୋଗୀ…
Read More...

ଓଡ଼ିଶାରେ ୧୦୨ ନୂଆ ସଂକ୍ରମିତ ଚିହ୍ନଟ, ରୋଗୀ ସଂଖ୍ୟା ୯୭୮କୁ ବୃଦ୍ଧି

ଭୁବନେଶ୍ଵର: ଓଡ଼ିଶାରେ କରୋନା ଭୂତାଣୁ ଚିନ୍ତା ବଢ଼ାଇଛି। ରାଜ୍ୟରେ ମଙ୍ଗଳବାର ୧୦୨ କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ନିକଟତର ହୋଇଛି। ଏବେ ମୋଟ ୯୭୮ ଜଣ ସଂକ୍ରମିତ ଚିହ୍ନଟ…
Read More...

ଓଡ଼ିଶାରେ ୭୩ ନୂଆ ଆକ୍ରାନ୍ତ ଚିହ୍ନଟ, ସଂକ୍ରମିତ ସଂଖ୍ୟା ୬୧୧କୁ ବୃଦ୍ଧି

ଭୁବନେଶ୍ଵର: ଓଡ଼ିଶାରେ ୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁବାର ସକାଳେ ଏ ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା…
Read More...

ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂକ୍ରମିତ ସଂଖ୍ୟା ୩୯୧କୁ ବୃଦ୍ଧି

ଭୁବନେଶ୍ଵର: ରାଜ୍ୟରେ କରୋନା ଭୂତାଣୁ ଦ୍ବାରା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସୋମବାର ସକାଳେ ୧୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ​‌ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୯୧କୁ ବୃଦ୍ଧି…
Read More...

ବାଲେଶ୍ଵରରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତ ସଂଖ୍ୟା ୧୭୮କୁ ବୃଦ୍ଧି

ଭୁବନେଶ୍ଵର/ବାଲେଶ୍ଵର: ବାଲେଶ୍ଵର ଜିଲାରେ ବୁଧବାର ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ଆକ୍ରାନ୍ତ ସଂଖ୍ୟା ୨୫କୁ ବୃଦ୍ଧି ପାଇଥିବାବେଳେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୧୭୮ରେ ପହଞ୍ଚିଛି। ବୁଧବାର…
Read More...

ଆଉ ଜଣେ ସୁରତ ଫେରନ୍ତା କରୋନା ପଜିଟିଭ; ଗଞ୍ଜାମରେ ୪ର୍ଥ ଆକ୍ରାନ୍ତ

ଗଞ୍ଜାମ/ଭୁବନେଶ୍ଵର: ଗଞ୍ଜାମ ଜିଲାରେ ୪ର୍ଥ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ସୁରତ ଫେରନ୍ତା ବୋଲି ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ଜିଲାରେ ୪ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସମସ୍ତେ ସୁରତ…
Read More...

ଗଞ୍ଜାମରେ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ, ସୁରତରୁ ଫେରିଥିଲେ

ଭୁବନେଶ୍ଵର: ରାଜ୍ୟରେ ମଙ୍ଗଳବାର ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଗଞ୍ଜାମ ଜିଲାରେ। ସେ ନିକଟରେ ସୁରତରୁ ଫେରିଥିଲେ। ତାଙ୍କ ବୟସ ୧୮ ବର୍ଷ ବୋଲି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ…
Read More...

ମେ ୨୪ ସୁଦ୍ଧା ଓଡ଼ିଶାରେ କରୋନା ସଂକ୍ରମିତ ସଂଖ୍ୟା ୮୧୩ ଛୁଇଁବ: ଦିଲ୍ଲୀ ଆଇଆଇଟି

ଭୁବନେଶ୍ଵର: ରାଜ୍ୟରେ କରୋନା ଭୂତାଣୁ ଧୀରେ ଧୀରେ ବଢ଼ିବାରେ ଲାଗିଛି। ପଶ୍ଚିମବଙ୍ଗ ଫେରନ୍ତାଙ୍କ ପରେ ଅନ୍ୟ ରାଜ୍ୟରୁ ଆସୁଥିବା ପ୍ରବାସୀ ଶ୍ରମିକ ଚିନ୍ତା ବଢ଼ାଉଛନ୍ତି। ଗତ ୧୪ ଦିନ ମଧ୍ୟରେ ରାଜ୍ୟରେ ଆକ୍ରାନ୍ତଙ୍କ…
Read More...