Browsing Tag

corona status India

ଦେଶରେ ୧୬,୮୬୨ ନୂଆ ସଂକ୍ରମିତ ଚିହ୍ନଟ ; ଆରୋଗ୍ୟ ହାର ୯୮.୦୭ %

ନୂଆଦିଲ୍ଲୀ : ଦେଶରେ ମଧ୍ୟ କରୋନା ସଂକ୍ରମଣ କିମବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୬ ହଜାର ୮୬୨ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗୋଟିଏ ଦିନରେ ଆଉ  ୧୯ ହଜାର ୩୯୧ କରୋନା ସଂକ୍ରମିତ…
Read More...

ରେକର୍ଡ ଭାଙ୍ଗିଲା ସଂକ୍ରମଣ : ଦିନକରେ ଲକ୍ଷେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣରେ ପୁଣି ରେକର୍ଡ ଭାଙ୍ଗିଛି। ଦିନକରେ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଟପିଛ। ଗତ ୨୪ ଘଣ୍ଟାରେ ମଧ୍ୟରେ ଦେଶରେ ୧ ଲକ୍ଷ ୩ ହଜାର ୫୫୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ…
Read More...

ଆଉ ୧୮ ହଜାର ୮୫୫ କୋରୋନାରେ ଆକ୍ରାନ୍ତ ଚିହ୍ନଟ : ସକ୍ରିୟ ଆକ୍ରାନ୍ତ ହାର ୧.୬୦ ପ୍ରତିଶତ

ନୂଆଦିଲ୍ଲୀ : ଦେଶରେ ଦିନକରେ ଆଉ ୧୮ ହଜାର ୮୫୫ କୋରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୭ ଲକ୍ଷ ୨୦ ହଜାର ୦୪୮କୁ ବୃଦ୍ଧି ପାଇଛି । ଦେଶରେ ଚିକିତ୍ସାଧୀନ ସକ୍ରିୟ…
Read More...

ପୁଣି ବଢିଲା ସଂକ୍ରମଣ : ୨୪ ଘଣ୍ଟାରେ ଆଉ ୪୪,୦୫୯ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଧୀରେ ଧୀରେ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଆଉ ୪୪,୦୫୯ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ସହ   ଦେଶରେ  ମୋଟ କରୋନା ଆକ୍ରା‌ନ୍ତଙ୍କ ​ସଂଖ୍ୟା ୯୧ ଲକ୍ଷ ୩୯ ହଜାର…
Read More...

୯୦ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା : ମୃତ୍ୟୁ ହାର ହାର ୧.୪୭%

ନୂଆଦିଲ୍ଲୀ :  ଦେଶରେ କରୋନା ସଂକ୍ରମଣ ସଂଖ୍ୟା ୯୦ ଲକ୍ଷ ଟପିଛି। ଗତ ୨୪ ଘଣ୍ଟାରେ ଆଉ ୪୫ହଜାର ୮୮୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଲକ୍ଷ  ୪ ହଜାର ୩୬୫କୁ ବୃଦ୍ଧି ପାଇଛି।…
Read More...

ହ୍ରାସ ପାଉଛି ସଂକ୍ରମଣ : ମୃତ୍ୟୁ ସଂଖ୍ୟା ଲକ୍ଷେ ୩୦ହଜାର ଟପିଲା

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୩୦ ହଜାର ୬୮୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ସହ ଦେଶରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୮ଲକ୍ଷ ୪୫ ହଜାର ୨୨୭କୁ…
Read More...

ପୁଣି ବଢିଲା ସଂକ୍ରମଣ : ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୫,୫୩,୬୫୭କୁ ବୃଦ୍ଧି

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି। ସୋମବାର ସୁଦ୍ଧା ଦେଶରେ ମୋଟ୍  କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୫,୫୩,୬୫୭କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ମଧ୍ୟ​ରେ ଆଉ ୪୫,୯୦୩ ନୂଆ କରୋନା…
Read More...

ହ୍ରାସ ପାଉଛି ସଂକ୍ରମଣ : ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୮,୬୪,୮୧୧

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି। ଅନ୍ୟପକ୍ଷରେ ଆରୋଗ୍ୟଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ସକ୍ରିୟ କରୋନା…
Read More...

୭୫ ଲକ୍ଷ ଟପିଲା କରୋନା ସଂକ୍ରମଣ, ଦିନକରେ ୫୭୯ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ     ଆଉ ୫୫,୭୨୩ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
Read More...

୨୪ଘଣ୍ଟାର ନୂଆ ୭୪,୪୪୨ ପଜିଟିଭ୍: ଆକ୍ରାନ୍ତଙ୍କ ସଂଖ୍ୟା ୬୬,୨୩,୮୧୬ରେ ପହଞ୍ଚିଲା

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ଅନ୍ୟ ପକ୍ଷରେ ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭୪,୪୪୨ ନୂଆ…
Read More...