Browsing Tag

coronavirus

ଚିନ୍ତା ବଢ଼ାଉଛି ମୃତ୍ୟୁ ସଂଖ୍ୟା ; ରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବୃଦ୍ଧି ଘଟିଛି। ଫଳରେ ରାଜ୍ୟରେ ମଙ୍ଗଳବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା…
Read More...

କରୋନାରୁ ସୁସ୍ଥ ହେଲେଣି ୬୧ଲକ୍ଷ ୪୯ ହଜାର, ଆରୋଗ୍ୟ ହାର ୮୬.୩୬%

ଦେଶରେ କରୋନା ଆରୋଗ୍ୟ ହାର ୮୬.୩୬ ପ୍ରତିଶତକୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ଭିତରେ ଆଉ ୭୧ ହଜାରରୁ ଊର୍ଦ୍ଧ୍ବ ସଂକ୍ରମିତ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି। ଏଥିସହିତ ମୋଟ୍‍ ଆରୋଗ୍ୟଙ୍କ ସଂଖ୍ୟା ୬୧ ଲକ୍ଷ ୪୯ ହଜାରକୁ…
Read More...

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୭୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୋମବାର ୨୫୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨ ଲକ୍ଷ ୩୦ ହଜାର ୧୯୨କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…
Read More...

ଆଂଚଳିକ ଜନସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ କୋଭିଡ-୧୯ ସଚେତନତା ଅଭିଯାନ

କେନ୍ଦ୍ର ସରକାରଙ୍କ ସୂଚନା ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଆଂଚଳିକ ଜନସମ୍ପର୍କ କାର୍ଯ୍ୟାଳୟ ପକ୍ଷରୁ ସ୍ୱତନ୍ତ୍ର ସଚେତନତା ଅଭିଯାନ ଆରମ୍ଭ କରାଯାଇଛି। ରାଜ୍ୟର ସର୍ବାଧିକ କରୋନା ପ୍ରଭାବିତ ଖୋର୍ଦ୍ଧା ଜିଲ୍ଲା ଏବଂ…
Read More...

କରୋନା ବିରୋଧରେ ଲଢ଼ିବା ଆମର ପ୍ରମୁଖ ଧର୍ମ – ହର୍ଷ ବର୍ଦ୍ଧନ

https://www.youtube.com/watch?v=V8M-ujWIqoA କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ହର୍ଷ ବର୍ଦ୍ଧନ 'ରବିବାର ସମ୍ୱାଦ'ର ପଞ୍ଚମ ଅଧ୍ୟାୟରେ କହିଛନ୍ତି, କରୋନା ବିରୋଧରେ ଲଢ଼ିବା ଆମର…
Read More...

କରୋନା ଆରୋଗ୍ୟ ସଂଖ୍ୟା ଅତିକ୍ରମ କଲା ୬୦ ଲକ୍ଷ ମାଇଲଖୁଣ୍ଟ

କରୋନା ସଂକ୍ରମଣ ମୁକାବିଲା କ୍ଷେତ୍ରରେ ଭାରତ ଆଜି ଆଉ ଏକ ମାଇଲଖୁଣ୍ଟ ଅତିକ୍ରମ କରିଛି। କରୋନାରେ ଆରୋଗ୍ୟ ଲାଭ କରିଥିବା ଲୋକଙ୍କ ସଂଖ୍ୟା ୬୦ ଲକ୍ଷ ୭୭ ହଜାର ୯୭୬ ଅତିକ୍ରମ କରିଛି। ଦେଶରେ ପ୍ରତ୍ୟେକ ଦିନ ଅଧିକରୁ ଅଧିକ…
Read More...

ରାଜ୍ୟରେ କରୋନା ନେଲା ଆଉ ୧୬ ଜୀବନ, ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫ ମୃତ

ଭୁବନେଶ୍ବର: ରାଜ୍ୟରେ ରବିବାର କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧,୦୨୨କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।…
Read More...

ଦେଶରେ ୭୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା: ୨୪ ଘଣ୍ଟାରେ ୭୪ ହଜାର ୩୮୩ ନୂଆ ଆକ୍ରାନ୍ତ; ୯୧୮ ଜଣ ମୃତ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ୭୪ ହଜାର ୩୮୩  କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦…
Read More...

କରୋନା କଷ୍ଟ, ରାଜ୍ୟର ୬୮୨୯ ପୁଲିସ ସଂକ୍ରମିତ

ଭୁବନେଶ୍ୱର: କରୋନା ମହାମାରୀ କବଳରେ ରାଜ୍ୟର ୬ ହଜାର ୮୨୯ ଜଣ ପୁଲିସ ଅଧିକାରୀ ଓ କର୍ମଚାରୀ ସଂକ୍ରମିତ ହେଲେଣି। ସେଥିମଧ୍ୟରୁ କେବଳ କଟକ ଓ ଭୁବନେଶ୍ୱରରେ ୧୫୦୦ରୁ ଊର୍ଦ୍ଧ୍ବ କର୍ମଚାରୀ ଆକ୍ରାନ୍ତ ହେଲେଣି। ତେବେ ଅଗଷ୍ଟ…
Read More...

ଭୁବନେଶ୍ବରରେ ଆଉ ୩୨୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରୁ ଶନିବାର ଆଉ ୩୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି ଚିହ୍ନଟ ୩୨୧ ପଜିଟିଭଙ୍କ ମଧ୍ୟରୁ ୮୩ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ରହିଥିବା ବେଳେ ୨୩୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ…
Read More...