Browsing Tag

cuttack

ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

କଟକ : କଟକ ସଦରର ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ୟୁଆରସିସି ଅଜୟ କୁମାର ସାହୁ ସୋମବାର ସରକାରୀ ଚାକିରରୁ ଅବସର ଗ୍ରହଣ କରିଛନ୍ତି।  ଏହି ଉପଲକ୍ଷେ ଏକ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ନିରାଡମ୍ବର ଭାବରେ କୋଭିଡ…
Read More...

ଘୁଞ୍ଚିଲା ଦଶମ ଶ୍ରେଣୀ ମଧ୍ୟମା ପରୀକ୍ଷା

କଟକ: ଜାନୁଆରୀ ୫ ତାରିଖକୁ ଘୁଞ୍ଚିଲା ଦଶମ ଶ୍ରେଣୀ ମଧ୍ୟମା(ସଂସ୍କୃତ)ର ସମେଟିଭ୍ ଆସେସ୍‌ମେଣ୍ଟ-୧ ପରୀକ୍ଷା। ପୂର୍ବରୁ ଡିସେମ୍ବର ୨୭ ତାରିଖରେ ପରୀକ୍ଷା ହେବାକୁ ଥିବା ବେଳେ ଏବେ କାର୍ଯ୍ୟସୂଚୀରେ ପରିବର୍ତ୍ତନ କରାଯାଇ…
Read More...

ଆଦିତ୍ୟ ମହାପାତ୍ର ହେବେ ଓଡ଼ିଶା ହାଇକୋର୍ଟର ବିଚାରପତି

କଟକ : ବରିଷ୍ଠ ଆଇନଜୀବୀ ଆଦିତ୍ୟ କୁମାର ମହାପାତ୍ର, ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି । ରାଷ୍ଟ୍ରପତି ଭବନରୁ ତାଙ୍କ ନିଯୁକ୍ତ ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି  ଭାରତୀୟ ସମ୍ବିଧାନରେ…
Read More...

ଏଥର ଦୀପାବଳିରେ ପରିବେଶ ଉପଯୋଗୀ ବାଣକୁ ଅନୁମତି

କଟକ: ଏଥର ଦୀପାବଳିରେ ଫୁଟିବ ପରିବେଶ ଉପଯୋଗୀ ବାଣ(ଗ୍ରୀନ କ୍ରାକର)। ନୀଖିଳ ଓଡ଼ିଶା ବାଣ ବ୍ୟବସାୟୀ ସଂଘର ଆବେଦନକୁ ଗ୍ରହଣ କରି ଏହିଭଳି ବାଣ ଫୁଟାଇବା ପାଇଁ ହାଇକୋର୍ଟ ଅନୁମତି ଦେଇଛନ୍ତି। ନିର୍ଦିଷ୍ଟ ସର୍ତ୍ତ ଆଧାରରେ…
Read More...

ରାଜ୍ୟ ପୁଲିସ ମୁଖ୍ୟାଳୟରେ ଦୁର୍ନୀତି ନିବାରଣ ଶପଥ ପାଠ ଅନୁଷ୍ଠିତ

କଟକ : ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ରାଜ୍ୟ ପୁଲିସ ମୁଖ୍ୟାଳୟଠାରେ ଏକ ଶପଥ ପାଠ କାର୍ୟ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ମୁଖ୍ୟ ଅତିଥି ଭାବେ ଉପସ୍ଥିତ…
Read More...

ଆଜି ୪ଟାରେ ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା ଫଳ

କଟକ: ଆଜି ଅପରାହ୍ନ ୪ଟାରେ ପ୍ରକାଶ ପାଇବ ମାଟ୍ରିକ୍‌ ଅଫ୍‌ଲାଇନ୍‌ ପରୀକ୍ଷା ଫଳ। ମାଟ୍ରିକ ଫଳ ପ୍ରକାଶ ପାଇବା ନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ମିଳିଛି। ବୋର୍ଡ ଦ୍ୱାରା ବିକଳ୍ପ ମୂଲ୍ୟାୟନ ପଦ୍ଧତିରେ ପ୍ରକାଶିତ…
Read More...

ଧଳସାମନ୍ତ ବ୍ରଦର୍ସଙ୍କ ଘନିଷ୍ଠ ସହଯୋଗୀ ଗିରଫ, ୫ ବର୍ଷ ହେଲା ଫେରାର ଥିଲା

କଟକ: କୁଖ୍ୟାତ ଅପରାଧୀ ଧଳସାମନ୍ତ ଭ୍ରାତାଦ୍ୱୟଙ୍କ ଘନିଷ୍ଠ ସହଯୋଗୀ ଦିଲୁ ଓରଫ ପ୍ରଦୀପ କୁମାର ସାହୁ ସୋମବାର ଗିରଫ ହୋଇଛି। ଦୀର୍ଘ ୫ ବର୍ଷ ହେଲା ଫେରାର ଥିବା ଦିଲୁକୁ ରାୟଗଡ଼ାରୁ ଗିରଫ କରାଯାଇଛି। କଟକ ସହରାଞ୍ଚଳ…
Read More...

ଏଣିକି ହାଇକୋର୍ଟରେ ମାମଲା ଶୁଣାଣିର ଦେଖି ହେବ ସିଧା ପ୍ରସାରଣ

କଟକ: ଏଣିକି ହାଇକୋର୍ଟରେ ମାମଲା ଶୁଣାଣିର ସିଧା ପ୍ରସାରଣ ସାଧାରଣ ଲୋକେ ଦେଖି ପାରିବେ। ଏ ନେଇ ‘ହାଇକୋର୍ଟ ଅଫ୍ ଓଡ଼ିଶା ଲାଇଭ୍ ଷ୍ଟ୍ରିମିଂ ଅଫ୍ କୋର୍ଟ ପ୍ରୋସିଡିଂସ୍ ରୁଲ୍ସ-୨୦୨୧’ ପ୍ରଣୟନ କରାଯାଇଛି। ଏହି ନୂତନ…
Read More...

କଟକରେ ପୁଣି ବନ୍ଧୁକ ରାକେଟ ଠାବ; ୪ ଗିରଫ, ୧୧ ବନ୍ଧୁକ ଜବତ

କଟକ: କମିଶନରେଟ ପୁଲିସ କଟକ ସହର ମଧ୍ୟରେ ପୁଣି ଏକ ବନ୍ଧୁକ ଚୋର କାରବାର ରାକେଟକୁ ଠାବ କରିଛି । ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯିବା ସହିତ ସେମାନଙ୍କ ନିକଟରୁ ୧୧ଟି ବନ୍ଧୁକ, ୫୧ ରାଉଣ୍ଡ ଗୁଳି ଜବତ କରାଯାଇଛି । ଏ…
Read More...

କଟକରେ ଗୋଷ୍ଠୀ ସଂକ୍ରମଣ ପରିସ୍ଥିତି !

କଟକ : ସାରା ରାଜ୍ୟରେ କରୋନା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ ଦୈନିକ ସଂକ୍ରମଣ ୧୦ ହଜାର ଅତିକ୍ରମ କରୁଥିବା ବେଳେ ସୁନ୍ଦରଗଡ, ଖୋର୍ଦ୍ଧା ଆଦି ସ୍ଥାନରେ ଅଧିକ ସଂକ୍ରମିତ ସଂଖ୍ୟା ରେକର୍ଡ କରାଯାଉଛି।…
Read More...