Browsing Tag

deadbody found in cuttack

ଯୁବକଙ୍କ ମୃତଦେହ ଉଦ୍ଧାର

କଟକ : କଟକ ଜିଲା ଗୋବିନ୍ଦପୁର ଥାନା ଅନ୍ତର୍ଗତ ସୁଦୁସାହିଲୋ ଭୋଇସାହିରେ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ମିଳିପାରି ନଥିବା ବେଳେ ତାଙ୍କ ମୃତ୍ୟୁର କାରଣ ମଧ୍ୟ ଅସ୍ପଷ୍ଟ ରହିଛି।…
Read More...