Browsing Tag

death

ନିଶା ନିବାରଣ କେନ୍ଦ୍ରରେ ପିଟିପିଟି ହତ୍ୟା !

ଭଦ୍ରକ: ନିଶା ନିବାରଣ କେନ୍ଦ୍ରରେ ଯୁବକଙ୍କୁ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ଯୁବକଙ୍କ ପରିବାର ଲୋକ ଧାମନଗର ଥାନାରେ ଅଭିଯୋଗ କରିଛନ୍ତି। ମୃତକ ଜଣକ ଯାଜପୁର ଜିଲ୍ଲାର ବୋଲି ଜଣାପଡିଛି। ୪…
Read More...

ରାଜ୍ୟରେ ଦୈନିକ ୪୦ରୁ ଅଧିକ ପ୍ରାଣ ନେଉଛି କରୋନା; ୨୪ ଘଣ୍ଟାରେ ୪୫ ମୃତ

ଭୁବନେଶ୍ୱର: ରାଜ୍ୟରେ ପ୍ରତିଦିନ କରୋନା ଜନିତ ମୃତ୍ୟୁସଂଖ୍ୟା ୪୦ ଉପରେ ରହୁଛି। କ୍ରମାଗତ ଭାବରେ କିଛିଦିନ ହେଲା ୪୦ରୁ ଅଧିକ ସଂକ୍ରମିତଭ୍‍କର ମୃତ୍ୟୁ ଘଟୁଥିବା ଜଣାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୫ ଜଣଙ୍କର…
Read More...

ରାଜ୍ୟରେ ୨୪ ଘଣ୍ଟାରେ ୪୮ କରୋନା ସଂକ୍ରମିତଙ୍କ ମୃତ୍ୟୁ; ଦିନକରେ ସର୍ବାଧିକ

ଭୁବନେଶ୍ୱର: ଓଡ଼ିଶାରେ ଗୋଟିଏ ଦିନରେ ୪୮ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଏଥିସହିତ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁସଂଖ୍ୟା ୪୦୧୮କୁ ବୃଦ୍ଧିପାଇଛି । କରୋନା ମୃତ୍ୟୁରେ ଗତକାଲି ରାଜ୍ୟରେ ରେକର୍ଡ ସୃଷ୍ଟି…
Read More...

ଦିନକରେ ୩୬୩୧ ନୂଆ କୋଭିଡ ସଂକ୍ରମିତ ଚିହ୍ନଟ; ୩୯ ଜଣଙ୍କର ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୩୧ ଜଣ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୨୦୬୯ ଏବଂ ସ୍ଥାନୀୟ ସଂକ୍ରମିତ ୧୫୬୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ନୂଆ…
Read More...

ରାଜ୍ୟରେ ଆଉ ୭୩୯୫ କରୋନା ଆକ୍ରାନ୍ତ ଚିହ୍ନଟ; ୪୦ ମୃତ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ଆଉ ୭୩୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୪୧୬୯ ଏବଂ ସ୍ଥାନୀୟ ସଂକ୍ରମିତ ୩୨୨୬ ଜଣ ରହିଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ…
Read More...

ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୩୯୯ ନୂଆ ସଂକ୍ରମିତ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ ୧୧୦୨

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୯୯ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୦୨ ଜଣ ଆକ୍ରାନ୍ତ ରହିଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କ…
Read More...

ରାଜ୍ୟରେ ଦିନକରେ ୩୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ; ଖୋର୍ଦ୍ଧାରୁ ସର୍ବାଧିକ ୭ ମୃତ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ପ୍ରାୟତଃ ସ୍ଥିର ରହୁଥିବାବେଳେ ଦିନକୁ ଦିନ କରୋନା ଜନିତ ମୃତ୍ୟୁସଂଖ୍ୟା ବଢିବାରେ ଲାଗିଛି। ଗତକାଲି ଗୋଟିଏ ଦିନରେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହା ଏପର୍ଯ୍ୟନ୍ତ…
Read More...

ଭାରତରେ କୋଭିଡ ମୃତ୍ୟୁ ୩ ଲକ୍ଷ ଟପିଲା; ଆମେରିକା, ବ୍ରାଜିଲ ପରେ ତୃତୀୟ ସ୍ଥାନରେ

ନୂଆଦିଲ୍ଲୀ: ଭାରତରେ କୋଭିଡ-୧୯ ଜନିତ ମୃତ୍ୟୁସଂଖ୍ୟା ୩ ଲକ୍ଷ ଟପିଛି। ପୂର୍ବରୁ ଆମେରିକା, ବ୍ରାଜିଲରେ ଏହି କାରଣ ଜନିତ ମୃତ୍ୟୁ ୩ ଲକ୍ଷ ଅତିକ୍ରମ କରିସାରିଛି। ଫଳରେ କୋଭିଡ ଜନିତ ସର୍ବାଧିକ ମୃତ୍ୟୁସଂଖ୍ୟାରେ ଭାରତ…
Read More...

ଅମରେନ୍ଦ୍ର ମହାନ୍ତିଙ୍କ ବିୟୋଗରେ ଶୋକ

ଭୁବନେଶ୍ୱର: ଓଡ଼ିଶାର ବିଶିଷ୍ଟ ସଂଗୀତକାର ଅମରେନ୍ଦ୍ର ମହାନ୍ତିଙ୍କ ବିୟୋଗରେ ସମାଜର ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷ ଏବଂ ବିଶେଷକରି ସଂଗୀତ ଓ ଚଳଚ୍ଚିତ୍ର ଜଗତ ସହିତ ସଂପୃକ୍ତ ଅନେକ ବ୍ୟକ୍ତି ଶୋକପ୍ରକାଶ କରିଛନ୍ତି।…
Read More...

ଦେଶରେ ଦିନକରେ ୩, ୬୬, ୧୬୧ ଲକ୍ଷ ନୂଆ ସଂକ୍ରମିତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୩୭୫୪

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୩ ଲକ୍ଷ ୬୬ ହଜାର ୧୬୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩ ହଜାର ୭୫୪ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଅନୁଯାୟୀ, ଦେଶରେ ମୋଟ…
Read More...