ଓଡ଼ିଶା ଉଚ୍ଚ ନ୍ୟାୟାଳୟର ବିଚାରପତି ଭାବେ ଶପଥ ନେଲେ ଆଦିତ୍ୟ କୁମାର ମହାପାତ୍ର
କଟକ : ଶୁକ୍ରବାର ପୂର୍ବାହ୍ନ ୯ଟା ୪୦ ସମୟରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ବିଚାରପତି ଭାବେ ଶ୍ରୀ ଆଦିତ୍ୟ କୁମାର ମହାପାତ୍ର ଶପଥ ଗ୍ରହଣ କରିଛନ୍ତି। ଓଡ଼ିଶା ଉଚ୍ଚ ନ୍ୟାୟାଳୟର ନୂଆ କୋଠାର ସମ୍ମିଳନୀ କକ୍ଷରେ ଶପଥ ଗ୍ରହଣ…
Read More...
Read More...