Browsing Tag

supreem court

୨୬ରେ କୃଷକଙ୍କ ଟ୍ରାକ୍ଟର ରାଲି; ଦିଲ୍ଲୀ ପୁଲିସ ଉପରେ ନିଷ୍ପତ୍ତି ଛାଡ଼ିଲେ ସୁପ୍ରିମକୋର୍ଟ, ୨୦ରେ ପରବର୍ତ୍ତୀ ଶୁଣାଣି

ଜାନୁୟାରୀ ୨୬ ଗଣତନ୍ତ୍ର ଦିବସ ଅବସରରେ କୃଷକଙ୍କ ଦ୍ବାରା ଆୟୋଜନ କରାଯିବାକୁ ଥିବା ଟ୍ରାକ୍ଟର ରାଲି ବିରୋଧରେ ସୁପ୍ରିମକୋର୍ଟରେ ରୁଜୁ ହୋଇଥିବା ଏକ ପିଟିଶନର ଶୁଣାଣି ସୋମବାର ହୋଇଛି। ଟ୍ରାକ୍ଟର ରାଲି ସମ୍ପର୍କରେ…
Read More...

କୃଷକ ଆନ୍ଦୋଳନ: ସୁପ୍ରିମକୋର୍ଟଙ୍କ ୪ ଜଣିଆ କମିଟିରୁ ଓହରିଲେ ଭୂପିନ୍ଦର ସିଂହ ମାନ୍‌

ନୂଆଦିଲ୍ଲୀ: କୃଷି ଆଇନ ବିରୋଧରେ ଦିଲ୍ଲୀର ବିଭିନ୍ନ ସୀମାରେ କୃଷକମାନଙ୍କ ଆନ୍ଦୋଳନ ଗୁରୁବାର ୫୦ ଦିନରେ ପହଞ୍ଚିଛି। ପ୍ରବଳ ଥଣ୍ଡା ସତ୍ବେ କୃଷକମାନେ ଜିଦରେ ଅଟଳ ରହି ଧାରଣାରେ ବସିଛନ୍ତି। ଯେପର୍ଯ୍ୟନ୍ତ ୩ଟି ଯାକ ଆଇନ…
Read More...

କୃଷି ଆଇନର କାର୍ଯ୍ୟକାରିତା ଉପରେ ରୋକ୍‌ ଲଗାଇବାକୁ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି, କେନ୍ଦ୍ରକୁ କଡ଼ା ଭର୍ତ୍ସନା

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଲାଗୁ କରିଥିବା ୩ଟି ଯାକ କୃଷି ଆଇନର କାର୍ଯ୍ୟକାରିତା ଉପରେ ରୋକ୍‌ ଲଗାଇବାକୁ ନିଷ୍ପତ୍ତି ନେଇଛନ୍ତି ସୁପ୍ରିମକୋର୍ଟ। କୃଷି ଆନ୍ଦୋଳନ ସହ ଜଡ଼ିତ ସମସ୍ତ ପିଟିଶନ ଉପରେ ସୋମବାର …
Read More...

କୃଷକ ଆନ୍ଦୋଳନ: ୧୧ ପର୍ଯ୍ୟନ୍ତ ଶୁଣାଣି ସ୍ଥଗିତ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ୩ଟି କୃଷି ଆଇନକୁ ରଦ୍ଦ କରିବା ପାଇଁ ଆବେଦନ କରି ସୁପ୍ରିମକୋର୍ଟରେ ଆଗତ ପିଟିଶନର ଶୁଣାଣିକୁ ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ସ୍ଥଗିତ କରାଯାଇଛି। ଜଣେ ଆଇନଜୀବୀଙ୍କ ଦ୍ବାରା ରୁଜୁ…
Read More...

ନୂଆ ସଂସଦ ଭବନ ପ୍ରକଳ୍ପକୁ ସୁପ୍ରିମକୋର୍ଟଙ୍କ ମଞ୍ଜୁରୀ

ନୂଆଦିଲ୍ଲୀ: ରାଜଧାନୀ ନୂଆଦିଲ୍ଲୀର ଇଣ୍ଡିଆ ଗେଟ୍‌ ନିକଟରେ ନୂଆ ସଂସଦ ଭବନ (ସେଣ୍ଟ୍ରାଲ ଭିଷ୍ଟା) ନିର୍ମାଣ ଲାଗି କେନ୍ଦ୍ର ସରକାରଙ୍କୁ ଅନୁମତି ମିଳିଛି। ସୁପ୍ରିମକୋର୍ଟ ମଙ୍ଗଳବାର ସେଣ୍ଟ୍ରାଲ ଭିଷ୍ଟା ପ୍ରକଳ୍ପକୁ…
Read More...

ଆଇନ ବିରୋଧରେ ଆନ୍ଦୋଳନ କରିବା ମୌଳିକ ଅଧିକାର, କିନ୍ତୁ ଏଥିରେ କାହାକୁ ସମସ୍ୟା ନ ହେବା ଦରକାର: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଇନ ବିରୋଧରେ ଆନ୍ଦୋଳନ କରିବା ଠିକ୍‌। ଏହା ପ୍ରତି ଭାରତୀୟଙ୍କର ମୌଳିକ ଅଧିକାର। କିନ୍ତୁ ଏହି ଆନ୍ଦୋଳନ ଅନ୍ୟମାନଙ୍କ ପ୍ରତି ସମସ୍ୟା ସୃଷ୍ଟି ନ କରିବା ଦରକାର ବୋଲି କହିଛନ୍ତି ସୁପ୍ରିମକୋର୍ଟ। ୩ କୃଷି…
Read More...

କୃଷକ ଆନ୍ଦୋଳନ: କେନ୍ଦ୍ର, ପଞ୍ଜାବ ଓ ହରିୟାଣା ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ୩ଟି କୃଷି ଆଇନ ବିରୋଧରେ ଦିଲ୍ଲୀର ବିଭିନ୍ନ ସୀମାରେ ଆନ୍ଦୋଳନରତ କୃଷକମାନଙ୍କୁ ତୁରନ୍ତ ହଟାଇବା ଲାଗି ଅଧିକାରଙ୍କୁ ନିର୍ଦେଶ ଦେବା ପାଇଁ ରୁଜୁ ହୋଇଥିବା ପିଟିଶନର ଶୁଣାଣି ବୁଧବାର…
Read More...

ସୁପ୍ରିମକୋର୍ଟରେ ପହଞ୍ଚିଲା ଚାଷୀ ଆନ୍ଦୋଳନ, ଆଲୋଚନା ପାଇଁ ପ୍ରଧାନମନ୍ତ୍ରୀଙ୍କ ଅନୁରୋଧ

ନୂଆଦିଲ୍ଲୀ: ନୂଆ କୃଷି ଆଇନକୁ ନେଇ କୃଷକ ସଂଗଠନଗୁଡ଼ିକର ଆନ୍ଦୋଳନ ଶୁକ୍ରବାର ୧୬ ଦିନରେ ପହଞ୍ଚିଛି। ଆଇନ ସମ୍ପୂର୍ଣ୍ଣ ପ୍ରତ୍ୟାହାର ଦାବି କରି କୃଷକ ସଂଗଠନଗୁଡ଼ିକ ଜିଦ୍‌ରେ ଅଟଳ ରହିଛନ୍ତି। ଏହି ପରିପ୍ରେକ୍ଷୀରେ ଆଇନ…
Read More...

କରୋନା ରୋଗୀଙ୍କ ଘର ବାହାରେ ଲାଗିବନି ପୋଷ୍ଟର: ସୁପ୍ରମିକୋର୍ଟ

ନୂଆଦିଲ୍ଲୀ: ଏଣିକି ସରକାର କରୋନା ରୋଗୀଙ୍କ ଘର ବାହାରେ ପୋଷ୍ଟର ଲଗାଇପାରିବେନି। ଏହା ଉପରେ ସୁପ୍ରିମକୋର୍ଟ ଅଙ୍କୁଶ ଲଗାଇଛନ୍ତି। କୌଣସି ବ୍ୟକ୍ତି କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିଲେ ତାଙ୍କ ଘର ବାହାରେ ପ୍ରଶାସନ…
Read More...

‘ସେଣ୍ଟ୍ରାଲ୍‌ ଭିଷ୍ଟା’କୁ ନେଇ ସୁପ୍ରିମକୋର୍ଟଙ୍କ ଅସନ୍ତୋଷ, ନିର୍ମାଣ ଉପରେ ଲଗାଇଲେ ରୋକ୍‌

ନୂଆଦିଲ୍ଲୀ: ନୂଆ ସାଂସଦ ଭବନ ‘ସେଣ୍ଟ୍ରାଲ ଭିଷ୍ଟା’କୁ ନେଇ ଦାୟର ହୋଇଥିବା ପିଟିଶନଗୁଡ଼ିକ ଉପରେ ସୁପ୍ରିମକୋର୍ଟ ସୋମବାର ଶୁଣାଣି କରିଛନ୍ତି। ଏହି ପ୍ରକଳ୍ପ ଉପରେ ସର୍ବୋଚ୍ଚ ନ୍ୟାୟାଳୟ କଡ଼ା ଆଭିମୁଖ୍ୟ ଗ୍ରହଣ କରି ଯେ…
Read More...