Browsing Tag

vigilance raid news

ଓଡିଶା ରାଜ୍ୟ ପୁଲିସ ଗୃହ ନିର୍ମାଣ କଲ୍ୟାଣ ବିଭାଗର ଉପପ୍ରବନ୍ଧକଙ୍କ ଘରେ ଭିଜିଲାନ୍ସ ଚଢାଉ

ବାସୁଦେବପୁର : ଆୟ ବର୍ହିଭୂତ ସମ୍ପତ୍ତିଠୁଳ ଅଭିଯୋଗରେ ଓଡିଶା ରାଜ୍ୟ ପୁଲିସ ଗୃହ ନିର୍ମାଣ କଲ୍ୟାଣ ବିଭାଗର ଉପପ୍ରବନ୍ଧକ ଥିବା ପ୍ରତାପ କୁମାର ସାମଲଙ୍କ  ଘରେ ଭିଜିଲାନ୍ସ ଚଢାଉ କରାଯାଇଛି। ବାସୁଦେବପୁର ସ୍ଥିତ ସ୍ଥାବର…
Read More...

କନିଷ୍ଠ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଗଜପତି: ଗଜପତି ଜିଲ୍ଲା ରାୟଗଡ ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ କେ.ନାଗେଶ୍ବର ସେନାପତିଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଥିବା ନେଇ ମଙ୍ଗଳବାର ଖବର ମିଳିଛି। ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭୋରରୁ…
Read More...

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଧ୍ୟାପକଙ୍କ ଘରେ ଭିଜିଲାନ୍ସ ଚଢାଉ

ବ୍ରହ୍ମପୁର: ଗଜପତି ଜିଲା ଗୁରାଣ୍ଡି ସ୍ଥିତ ମୀନକେତନ ଡିଗ୍ରୀ କଲେଜର ଅଧ୍ୟାପକ ଜି ନଗେଶ୍ୱର ରାଓଙ୍କ ଘରେ ବ୍ରହ୍ମପୁର ଭିଜିଲାନ୍ସ ସୋମବାର ଚଢାଉ କରିଛି । ପାରଳାଖେମୁଣ୍ଡି ସ୍ଥିତ ରାଧାଗୋବିନ୍ଦ ନଗର ୨ୟ ଲାଇନରେ ଥିବା…
Read More...