Browsing Tag

WB News

ମମତାଙ୍କୁ ରାମାୟଣ ପୁସ୍ତକ ପଠାଇଲେ ମଧ୍ୟପ୍ରଦେଶ ବାଚସ୍ପତି; କହିଲେ- ଶ୍ରୀରାମ ନାମ ଜପ କର

ଭୋପାଳ: ମଧ୍ୟପ୍ରଦେଶ ବିଧାନସଭାର କାମଚଳା ବାଚସ୍ପତି ତଥା ବିଧାୟକ ରାମେଶ୍ଵର ଶର୍ମା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ରାମାୟଣର ଏକ ପୁସ୍ତକ ପଠାଇଛନ୍ତି। ଏ ନେଇ ବାଚସ୍ପତି ଶର୍ମା ନିଜେ ଟ୍ବିଟ୍‌ କରି…
Read More...

ନେତାଙ୍କ ଦାଦାଗିରି: ନିୟମ ଭାଙ୍ଗି ଜୋର ଜବରଦସ୍ତ ଟିକା ନେଲେ ୨ ବିଧାୟକ

ଭାରତରେ ଶନିବାରଠାରୁ କରୋନା ଟିକାକରଣ ଅଭିଯାନ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଆଗଧାଡ଼ିର ଯୋଦ୍ଧା ଯେପରି କି ସ୍ବାସ୍ଥ୍ୟକର୍ମୀ, ସଫେଇ କର୍ମଚାରୀ ଏବଂ ଡାକ୍ତରଙ୍କୁ ମାଗଣା ଟିକା ଦିଆଯିବାକୁ ବ୍ୟବସ୍ଥା ହୋଇଛି। ତେବେ…
Read More...

ଲୋକଙ୍କ ବୋଝ ଉଠାଇପାରୁନି ବୁଢ଼ା କାନ୍ଧ, ଇତିହାସ ପାଲଟିବ ହାତ ରିକ୍ସା

ମହେଶ ଶର୍ମା କଲକାତା: ପଶ୍ଚିମବଙ୍ଗରେ ହାତ ରିକ୍ସା ଅତୀତରେ ଯାତ୍ରୀ ପରିବହନର ଏକ ସାଧାରଣ ମାଧ୍ୟମ ଥିଲା। କିନ୍ତୁ ସମୟ ବଦଳିବା ସହିତ ପରିବହନ ବ୍ୟବସ୍ଥା ବଦଳିଯାଇଛି। ଏକଦା ସାମନ୍ତବାଦୀ ଶୋଷଣର ପ୍ରତୀକ ଥିବା ଏହି…
Read More...

ମମତାଙ୍କୁ ଆଉ ଏକ ଝଟ୍‌କା, ଇସ୍ତଫା ଦେଲେ କ୍ରୀଡ଼ାମନ୍ତ୍ରୀ

କଲକାତା: ପଶ୍ଚିମବଙ୍ଗରେ ଚଳିତବର୍ଷ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବାବେଳେ ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗୁଛି। ଟିଏମସିର ବହୁ ବରିଷ୍ଠ ନେତା ଦଳ…
Read More...

ତୃଣମୂଳ ଯୁବ କଂଗ୍ରେସ ସାଧାରଣ ସମ୍ପାଦକଙ୍କ ଘରେ ସିବିଆଇ ଚଢ଼ାଉ

କଲକାତା: ପଶ୍ଚିମବଙ୍ଗରେ ଶାସକ ତୃଣମୂଳ କଂଗ୍ରେସର ଜଣେ ନେତାଙ୍କ ଘରେ ସିବିଆଇ (କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ) ଚଢ଼ାଉ କରିଛି। ପଶୁ ଚୋରା ଚାଲାଣ ଏବଂ ବେଆଇନ କୋଇଲା ଖନନ ମାମଲାରେ ସିବିଆଇ ତୃଣମୂଳ ଯୁବ କଂଗ୍ରେସ ସାଧାରଣ…
Read More...

କାର ଭିତରେ ଯୁବତୀଙ୍କୁ ଅସଦାଚରଣ କଲେ ଦୁଇ ବନ୍ଧୁ, ପ୍ରତିବାଦ କରିବାରୁ ଚଳନ୍ତା ଗାଡ଼ିରୁ ଠେଲିଦେଲେ

ବନ୍ଧୁ ପାଲଟିଗଲେ ରାକ୍ଷସ। କାର ଭିତରେ ବାନ୍ଧବୀକୁ ଅସଦାଚରଣ କଲେ। ବାନ୍ଧବୀ ପ୍ରତିବାଦ କରିବାରୁ ଚଳନ୍ତା କାର୍‌ରୁ ତାଙ୍କୁ ଠେଲିଦେଲେ। ଏଭଳି ଏକ ଅମାନୁଷିକ ଘଟଣା ଘଟିଛି କଲକାତାରେ। ଜନ୍ମଦିନ ପାର୍ଟିରୁ ଦୁଇ ବନ୍ଧୁଙ୍କ…
Read More...

ଗୁରୁଦେବଙ୍କ ବାର୍ତ୍ତା ହିଁ ଆତ୍ମନିର୍ଭର ଭାରତର ଆଧାରଶୀଳା: ପ୍ରଧାନମନ୍ତ୍ରୀ

କଲକାତା: ବିଶ୍ଵଭାରତୀୟ ବିଶ୍ଵବିଦ୍ୟାଳୟର ୧୦୦ ବର୍ଷର ଯାତ୍ରା ଅତ୍ୟନ୍ତ ସ୍ବତନ୍ତ୍ର। ଏହାର ପ୍ରତିଷ୍ଠାତା ରବୀନ୍ଦ୍ର ନାଥ ଟାଗୋର ଭାରତ ପାଇଁ ଯେଉଁ ସ୍ବପ୍ନ ଦେଖିଥିଲେ, ତାହାକୁ ସାକାର କରିବା ପାଇଁ ଏହି ଅନୁଷ୍ଠାନ ସାରା…
Read More...

ମମତାଙ୍କୁ ସୁପ୍ରିମକୋର୍ଟଙ୍କ ଝଟ୍‌କା; ୪ ବିଜେପି ନେତାଙ୍କ ବିରୋଧରେ ପୁଲିସ କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍‌

ନୂଆଦିଲ୍ଲୀ: ୪ ବିଜେପି ନେତାଙ୍କ ବିରୋଧରେ ପଶ୍ଚିମବଙ୍ଗ ସରକାର ଗ୍ରହଣ କରିଥିବା ପୁଲିସ କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍‌ ଲଗାଇଛନ୍ତି ସୁପ୍ରିମକୋର୍ଟ। ବିଜେପି ସାଧାରଣ ସମ୍ପାଦକ କୈଳାସ ବିଜୟବର୍ଗୀୟ, ବରିଷ୍ଠ ନେତା…
Read More...

ମମତାଙ୍କୁ ରାଜ୍ୟପାଳଙ୍କ ଚେତାବନୀ; ‘ନିଆଁ ସହ ଖେଳନାହିଁ’

କୋଲକାତା: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ବୃଦ୍ଧି ପାଇଥିବା ରାଜନୈତିକ ଛକାପଞ୍ଛା ଏବଂ ଆଇନ ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିବାକୁ ନେଇ ରାଜ୍ୟପାଳ ଜଗଦୀପ ଧନଖଡ଼ ଶୁକ୍ରବାର ସାମ୍ବାଦିକ ସମ୍ମିଳନୀ…
Read More...

ପଶ୍ଚିମବଙ୍ଗ ମୁଖ୍ୟ ସଚିବ, ଡିଜିପିଙ୍କୁ ଦିଲ୍ଲୀ ସମନ୍‌

କୋଲକାତା: ପଶ୍ଚିମବଙ୍ଗରେ ବିଜେପି ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ଆକ୍ରମଣ ଘଟଣା ପରେ ପୁଣି ଥରେ କେନ୍ଦ୍ର-ରାଜ୍ୟ ମୁହାଁମୁହିଁ ହୋଇଛନ୍ତି। ନଡ୍ଡାଙ୍କ ଉପରେ ଆକ୍ରମଣକୁ ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ରିପୋର୍ଟ…
Read More...