ବରିଷ୍ଠ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି କରୋନା ସଂକ୍ରମିତ

ଭୁବନେଶ୍ୱର : ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ତାଙ୍କୁ ଆଜି ଭୁବନେଶ୍ୱରରେ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ପତ୍ନୀ ଏନେଇ ସୂଚନା ଦେଇଛନ୍ତି। ଗତକାଲି ତାରାପ୍ରସାଦ ବାହିନୀ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। କରୋନାର ଲକ୍ଷଣ ଦେଖାଯିବା ପରେ ସେ ପରୀକ୍ଷା କରାଯାଇଥିଲେ। ଏହାସହ କିଛିଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ପରୀକ୍ଷା କରାଇବାକୁ ଅନୁରୋଧ କରିଛନ୍ତି।

Comments are closed.