ରାଜ୍ୟରେ ୨୪ ଘଣ୍ଟା ଯାଏଁ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ଯାଏଁ କାଳବୈଶାଖୀ ସମ୍ଭାବନା ରହିଛି। ଏ ନେଇ ପାଣିପାଗ କେନ୍ଦ୍ର ୧୦ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦୁଝର ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନରା ରହିଛି ।

Comments are closed.