ରାଜ୍ୟରେ କାଳବୈଶାଖୀ ଆଶଙ୍କା : ୨ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ବୁଧବାର ରାଜ୍ୟର କେତେକ ସ୍ଥାନରେ ବର୍ଷା, ପବନ ଓ ବଜ୍ରପାତର ଆଶଙ୍କା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୨ଟି ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାବାସୀଙ୍କୁ ସନ୍ଧ୍ୟା ୬ଟା ୧୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।

Comments are closed.