ଗୁରୁବାର ରାଶିଫଳ ( ୦୭-୦୧-୨୦୨୧ )

http://mercedgardens.com/trees-fruit/bare-root-fruit-trees-locally-grown/ ମେଷ: ବ୍ୟବସାୟ ମର୍ଯ୍ୟାଦାଜନକ ଓ ଲାଭଯୁକ୍ତ ହେବ। ସ୍ବଇଚ୍ଛାରେ ସେବା କାର୍ଯ୍ୟ ଗ୍ରହଣ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ କଲ୍ୟାଣକାରୀ ହୋଇପାରେ। ମନରେ ଅହଂଭାବ ଆସିପାରେ।

Rantepao ବୃଷ: ଭାଇମାନଙ୍କ ଉପରେ ସ୍ନେହ ଶ୍ରଦ୍ଧାଭାବ ରହିବ। ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଶତ୍ରୁ ଦମନ କରି ଆଶ୍ବସ୍ତ ହେବେ। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସା ମିଳିବ।

http://lovegardeningdirect.com/shop/page/1 ମିଥୁନ: କର୍ମଚଞ୍ଚଳ ରହିବେ। ଆସନ୍ନ ପ୍ରସବା ଥିଲେ କନ୍ୟା ରତ୍ନ ପ୍ରାପ୍ତ ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ତନ୍ତ୍ର ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ଆଗ୍ରହୀ ହେବେ। ବ୍ୟବସାୟ ଭଲରେ ଚାଲିବ।

http://goodreadbiography.com/antonio-guterres-biography?shared=email କର୍କଟ: ଉଦାର ସ୍ବଭାବର ହେବେ। ଦାନଶୀଳ ହୋଇପାରନ୍ତି। ସୁଖୀ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକ୍ଷେତରୁ ଭଲ ଆମଦାନି ହେବ। ଯାନବାହନ ସୁଖ ମିଳିପାରେ। ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।

ସିଂହ: ମନ ପ୍ରସନ୍ନ ରହିବ। ପ୍ରତିଯୋଗିତାରେ ବିଜୟୀ ହେବେ। ଈଶ୍ବର ବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ଧନ, ତେଜସ୍ବୀ ଓ ବୁନ୍ଧୁପ୍ରେମୀ ହେବେ।

କନ୍ୟା: ଭାଗ୍ୟଶାଳୀ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ବିଦେଶ ଯାତ୍ରା କରିପାରନ୍ତି। ମଧୁରଭାଷୀ ଓ ସହନଶୀଳ ହେବେ। ଶାନ୍ତି ପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଅଷ୍ଟମ ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।

ତୁଳା: ଐଶ୍ଚର୍ଯ୍ୟଯୁକ୍ତ ହେବା ଆଶାକରାଯାଏ। ସୁସ୍ବାଦୁ ଭୋଜନରେ ଆପ୍ୟାୟିତ ହେବେ। ଧନବାନ୍‌ ହେବେ। ଅପାର ଗୁଣର ଅଧିକାରୀ ହେବେ। ପ୍ରାୟ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ବିଦ୍ବାନ୍‌ ଶାସ୍ତ୍ରଜ୍ଞ ହୋଇପାରନ୍ତି।

ବିଛା: କର୍ମଚଞ୍ଚଳ ରହିବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁରଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ଧର୍ମୀୟ କାର୍ଯ୍ୟ ପ୍ରତି ଆଗ୍ରହୀ ହେବେ। ଖର୍ଚ୍ଚ ପରିମାଣ ବୃଦ୍ଧି ହୋଇପାରେ।

ଧନୁ: ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ଯଶସ୍ବୀ ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଧନଲାଭ ହୋଇପାରେ। ବ୍ୟବସାୟରୁ ପ୍ରଚୁର ଲାଭ ପାଇବେ।

ମକର: କୁଳ ପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହ, ଶ୍ରଦ୍ଧା ଭାବ ରହିବ।

କୁମ୍ଭ: ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍‌ଯୋଗୀ ହେବେ।

ମୀନ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ପ୍ରତିଶୋଧ ପରାୟଣ ହେବେ। ସାମାଜିକ ଭାବେ ଅନଟନର ସମ୍ମୁଖୀନ ହେବେ। ସ୍ବାଭିମାନୀ ହେବେ। ଭାଗୁଆଳି ବ୍ୟବସାୟ ଲାଭଜନକ ହେବ। ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବେ।

Comments
Loading...