ଆସନ୍ତାକାଲି ଖୋଲିବ ରାଜ୍ୟର ସମସ୍ତ ସ୍କୁଲ

ଭୁବନେଶ୍ୱର : ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାରଠାରୁ ରାଜ୍ୟର ସମସ୍ତ ସ୍କୁଲ ଖୋଲା ହେବ । ପାଣିପାଗରେ ପରିବର୍ତ୍ତନ ଯୋଗୁଁ ଏଭଳି ନିଷ୍ପତ୍ତି ନିଆଯାଇଛି । ଏନେଇ ସ୍କୁଲ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରଜ ପରେ ମଧ୍ୟ ଛୁଟିକୁ ବଢାଇ ଦିଆଯାଇଥିଲା। ଜୁନ୍ ୨୫ରେ ସ୍କୁଲ ଖୋଲିବ ବୋଲି ଘୋଷଣା ହୋଇଥିଲା। କିନ୍ତୁ ଖରା କମି ଯିବାରୁ କାଲିଠାରୁ ସ୍କୁଲ ଖୋଲିବ ବୋଲି ନିଷ୍ପତ୍ତି ହୋଇଛି ।

Comments are closed.