ଟ୍ରାକ୍ଟର ଓଲଟି ୪ ମୃତ, ୪ ଗୁରୁତର

ଭବାନୀପାଟଣା : କଳାହାଣ୍ଡି ଜିଲା ଭବାନୀପାଟଣା ଅଞ୍ଚଳରେ ସୋମବାର ଟ୍ରାକ୍ଟର ଓଲଟି ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି। ମୃତକ ୪ ଓ ଗୁରୁତର ୪ ଜଣ ମହିଳା ଶ୍ରମିକ ହୋଇଥିବା ଜଣାପଡ଼ିଛି। ଗୁରୁତର ୪ ଜଣଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି।

Comments are closed.