ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ପଜିଟିଭ

ଭୁବନେଶ୍ୱର : ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନା ପଜିଟିଭ ବୋଲି ସୋମବାର ଜଣାପଡ଼ିଛି। ଏନେଇ ନିଜେ ମନ୍ତ୍ରୀ ଟ୍ୱିଟ ଯୋଗେ ସ୍ପଷ୍ଟ କରିଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଆଇସୋଲେସନରେ ରହିବାକୁ ଓ ଟେଷ୍ଟ କରାଇବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

Comments are closed.