ଜଳିଗଲା ଚଳନ୍ତା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଚାଳକ

କଟକ : କଟକରୁ ଜଗତପୁର ଅଭିମ୍ମୁଖେ ଯାଉଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ ଚାଲୁଥିବା ଅବସ୍ଥାରେ ମହାନଦୀ ପୋଲ ଉପରେ ଜଳିଯାଇଥିବା ଜଣାପଡ଼ିଛି। ଅଗ୍ନିକାଣ୍ଡରେ ଟ୍ରକ ଚାଳକ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଏପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନାହିଁ।

Comments are closed.