ରାଷ୍ଟ୍ରପତିଙ୍କୁ ସାକ୍ଷାତ କରି ନବବର୍ଷର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ରାଷ୍ଟ୍ରପତି ଭବନ ଯାଇ ମହାମହିମ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ସାକ୍ଷାତ୍‍ କରିବା ସହ ଇଂରାଜୀ ନବବର୍ଷ ୨୦୨୦ର ଶୁଭେଚ୍ଛା ଜଣାଇଛନ୍ତି ।
ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ରାଷ୍ଟ୍ରପତି ଶ୍ରୀ କୋବିନ୍ଦଙ୍କ ସହ ବିଭିନ୍ନ ସମସାମୟିକ ବିଷୟରେ ଆଲୋଚନା କରି ରାଷ୍ଟ୍ରପତିଙ୍କ ମାର୍ଗଦର୍ଶନ ପ୍ରାପ୍ତ କରିଥିଲେ ।

Comments are closed.