ରାଷ୍ଟ୍ରପତିଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର :  କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ରାଷ୍ଟ୍ରପତି ଭବନରେ କେନ୍ଦ୍ର ଇସ୍ପାତ ରାଷ୍ଟ୍ରମନ୍ତ୍ରୀ ଫଗାନ ସିଂହ କୁଲସ୍ତେଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି ଶ୍ରୀ କୋବିନ୍ଦ ପୁନର୍ବାର ମନ୍ତ୍ରୀମଣ୍ଡଳରେ ସ୍ଥାନ ପାଇଥିବାରୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ।

Comments are closed.