ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତ

ଭୁବନେଶ୍ୱର: ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ନୂଆ କୁଳପତି ନିଯୁକ୍ତ ହୋଇଛନ୍ତି। ପ୍ରଫେସର ବ୍ୟୋମକେଶ ତ୍ରିପାଠୀ ନୂଆ କୁଳପତି ଭାବେ ନିଯୁକ୍ତ ହୋଇଛନ୍ତି। ରାଜ୍ୟପାଳ ପ୍ରଫେସର ତ୍ରିପାଠୀଙ୍କୁ ୩ ବର୍ଷ ପାଇଁ ନିଯୁକ୍ତି ଦେଇଛନ୍ତି।

Comments are closed.