ବାରିପଦାରେ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

ବାରିପଦା : ଆଜି ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମ ଜୟନ୍ତୀ। ଏହି ପବିତ୍ର ଦିବସ ଅବସରରେ ବାରିପଦାରେ ପୁଣ୍ୟାତ୍ମା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ ହୋଇଯାଇଛି।ଜୟନ୍ତୀ ପାଳନ ସହ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି।

Comments are closed.