ଓଡ଼ିଆ ସିନେ-ସମ୍ପାଦକ ଦେବେନ ମିଶ୍ରଙ୍କ ପରଲୋକ

ଭୁବନେଶ୍ଵର : ଓଡ଼ିଆ ଚଳଚ୍ଚିତ୍ର ଜଗତର ଜଣାଶୁଣା ସମ୍ପାଦକ ଦେବେନ ମିଶ୍ରଙ୍କର ଦେହାନ୍ତ ହୋଇଛି। ଶନିବାର ବିଳମ୍ବିତ ରାତିରେ ତାଙ୍କର ହୃଦଘାତ ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥିତି ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଯେଉଁଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ସ୍ବର୍ଗତ ଦେବେନ ମିଶ୍ର ୫୦ ରୁ ଅଧିକ ଓଡ଼ିଆ ସିନେମାରେ ସମ୍ପାଦନା କରିଥିବା ବେଳେ ନିର୍ଦ୍ଦେଶକ ସବ୍ୟସାଚୀ ମହାପାତ୍ରଙ୍କ ସହ ଘନିଷ୍ଠ ଭାବେ ମଧ୍ୟ ଜଡିତ ଥିଲେ ।

 

 

 

Comments are closed.