ଭିଜିଲାନ୍ସ ଜାଲରେ କେନ୍ଦ୍ର ସମବାୟ ବ୍ୟାଙ୍କ ମ୍ୟାନେଜର

0

ବଲାଙ୍ଗୀର : ବଲାଙ୍ଗୀର ଜିଲାରେ ଗୁରୁବାର କେନ୍ଦ୍ର ସମବାୟ ବ୍ୟାଙ୍କ ମ୍ୟାନେଜର ଅଶୋକ ମହାପାତ୍ରଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା ଅଭିଯୋଗରେ ଭିଜିଲାନ୍ସ ଟିମ ମ୍ୟାନଜରଙ୍କ ପ୍ୟାଲେସ ଲାଇନ ନିକଟ ଦଶମତି ନଗର ବାସଭବନ ଓ କାର୍ଯ୍ୟାଳୟ ସମେତ ୪ଟି ସ୍ଥାନରେ ଚଢାଉ କରିଛି। ଏହି ସମୟରେ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମଧ୍ୟ ଜବତ ହୋଇଛି। ଚଢାଉ ଜାରି ରହିଥିବାରୁ ଅଧିକ ଖବର ହସ୍ତଗତ ହୋଇପାରି ନାହିଁ।

Leave A Reply