ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଅତିରିକ୍ତ ତହସିଲଦାର

ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ଢେଙ୍କାନାଳ ତହସିଲର ଅତିରିକ୍ତ ତହସିଲଦାର ଲକ୍ଷ୍ମଣ ଦଳେଇ।  ବେଆଇନ ପଥର ଖାଦାନରୁ ଟ୍ରକ ଛାଡ଼ିଦେବା ପାଇଁ ୩୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମଙ୍ଗଳବାର  ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଢେଙ୍କାନାଳ ଭିଜିଲାନ୍ସ ଲାଞ୍ଚ ଟଙ୍କା ସହ ଲକ୍ଷ୍ମଣଙ୍କୁ ଗିରଫ କରିଛି। ଏହି ଅନିୟମିତତା ନେଇ ଖୋଲାତାଡ଼ ଜାରି ରଖିଛି ଭିଜିଲାନ୍ସ ।

 

Comments are closed.