ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୨ କିରାଣିଙ୍କ ଘରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ଵର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୨ କିରାଣିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ବ୍ରହ୍ମପୁର ବନ ବିଭାଗର କନିଷ୍ଠ କିରାଣି ସୂର୍ଯ୍ୟ ନାରାୟଣ ତ୍ରିପାଠୀ ଓ ଚିଲିକା ୱାଇଲ୍ଡ୍ ଲାଇଫ୍ ଡିଭିଜନର କନିଷ୍ଠ କିରାଣି ନବୀନ ଚନ୍ଦ୍ର ବିଶୋଇଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଥିବା ସୂଚନା ମିଳିଛି।

Comments are closed.