ଆଇଏଫଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ଭୁବନେଶ୍ୱର : ବୁଧବାର ଜଣେ ଆଇଏଫଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢାଉ କରାଯାଇଥିବା ଜଣାପଡ଼ିଛି। ଅତିରିକ୍ତ ପିସିସିଏଫ ଆଇଏଫଏସ ଅଭୟକାନ୍ତ ପାଠକଙ୍କ ଘରେ ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ କରାଯାଇଛି। ଭୁବନେଶ୍ୱରର ୫ଟି, ମୁମ୍ବଇ ଓ ପୁଣେର ୭ଟି ସ୍ଥାନରେ ଚଢାଉ କରାଯାଇଛି। ଚଢାଉ ଜାରି ରହିଥିବାରୁ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ।

Comments are closed.