ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ଆରଆଇଙ୍କ ଘରେ ଭିଜିଲାନ୍ସ ଚଢାଉ

ପୁରୀ : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ଆରଆଇଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢାଉ କରାଯାଇଛି। ପୂର୍ବତନ ଆରଆଇ ବସନ୍ତ ମହାନ୍ତିଙ୍କ ମୋଟ ୬ଟି ସ୍ଥାନରେ ଚଢାଉ ଜାରି ରହିଛି। ପେଣ୍ଠକଟାରେ ଗୋଟିଏ ଘରେ ଓ ଗୁଣ୍ଡିଚା ମନ୍ଦିର ସମ୍ମୁଖ ୨ଟି ଘରେ , କେନ୍ଦ୍ରାପଡା ପୈତୃକ ଘର, ବାଲିଘାଟ ସ୍ଥିତ ଜଣେ ସମ୍ପର୍କୀୟଙ୍କ ଘରେ ଚଢାଉ ଜାରି ରହିଛି। ଚଢାଉ ଜାରି ରହିଥିବାରୁ ଅଧିକ ଖବର ହସ୍ତଗତ ହୋଇ ପାରି ନାହିଁ।

Comments are closed.