ଭିଜିଲାନ୍ସ ପଞ୍ଝାରେ ସହକାରୀ ଯନ୍ତ୍ରୀ

ଭୁବନେଶ୍ବର: ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ କୋରାପୁଟ ଜିଲା ସୁନାବେଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ସହକାରୀ ଯନ୍ତ୍ରୀ ମନୋଜ କୁମାର ପାତ୍ରଙ୍କ ଘରେ ଶୁକ୍ରବାର ଭିଜିଲାନ୍ସ ଚଢାଉ କରିଛି। ଖୋର୍ଦ୍ଧା, ଗଜପତି, ଗଞ୍ଜାମ ଏବଂ କେରାପୁଟ ଜିଲାର ୬ଟି ସ୍ଥାନରେ ଏକକାଳୀନ ଚଢାଉ ଚାଲିଛି। ୫ ଜଣ ଡିଏସପି, ୮ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀମାନେ ଏହି ଚଢାଉରେ ସାମିଲ ଅଛନ୍ତି।

 

Comments are closed.