ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଙ୍ଗନବାଡ଼ି କର୍ମୀଙ୍କ ଘରେ ଭିଜିଲାନ୍ସ ଚଢାଉ

ବ୍ରହ୍ମପୁର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଙ୍ଗନବାଡ଼ି କର୍ମୀ ନମିତା ଦଳେଇଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢାଉ କରିଛି। ନମିତା ଦଳେଇଙ୍କ ଭୁବନେଶ୍ବର ଓ ବ୍ରହ୍ମପୁର ଘର ସମେତ ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଥିବା ସୂଚନା ମିଳିଛି।

Comments are closed.