ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରଜରାଜନଗର ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଝାରସୁଗୁଡା/ବ୍ରଜରାଜନଗର : ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରଜରାଜନଗର ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ବ୍ରଜରାଜନଗର ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀ ଦିଲ୍ଲୀପ ପଟେଲଙ୍କ ସରକାରୀ ବାସଭବନ, ପୈତୃକ ଘର ଓ ଶ୍ୱଶୁର ସମେତ ୪ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ପକ୍ଷରୁ ଚଢାଉ କରାଯାଇଛି। ଭିଜିଲାନ୍ସ ପକ୍ଷରୁ ୬ଟି ଏହି ଚଢାଉ କରିଥିବା ଜଣାପଡିଛି।

 

 

Comments are closed.