ଅଙ୍ଗନବାଡି କର୍ମୀଙ୍କ ଘରେ ଭିଜିଲାନ୍ସ ଚଢାଉ

ପୁରୀ : ପୁରୀ ବାସେଳିସାହି ଅକ୍ଷୟଧାମ ଅଙ୍ଗନବାଡି କର୍ମୀଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅଙ୍ଗନବାଡି କର୍ମୀ ସନ୍ଧ୍ୟାରାଣୀ ଭଟ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି । ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସର ଚଢାଉ କରିଥିବା ଜଣାପଡିଛି । ପୈତୃକ ଘର, ଶାଶୂ ଘର ଓ ଅଙ୍ଗନବାଡି କେନ୍ଦ୍ରରେ ଚଢାଉ ହୋଇଛି।

Comments are closed.