ରାଜ୍ୟ ଭିଜିଲାନ୍ସ ନିର୍ଦ୍ଦେଶାଳୟରେ ସାଧୁତାର ଶପଥ ପାଠ

ରାଜ୍ୟ ଭିଜିଲାନ୍ସ ନିର୍ଦ୍ଦେଶାଳୟରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସାଧୁତାର ଶପଥପାଠ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଦୁର୍ନୀତି ନିବାରଣ ବିଭାଗର ନିର୍ଦ୍ଦେଶକ ଯଶୋବନ୍ତ ଜେଠୱାଙ୍କ ଅଧ୍ୟକ୍ଷତା କରି ଭିଜିଲାନ୍ସ ନିର୍ଦ୍ଦେଶାଳୟ, ସେଲ୍‍ ଡିଭିଜନ୍‍ର ଅଧିକାରୀ ଓ କର୍ମଚାରୀମାନଙ୍କୁ ସାଧୁତା ଓ ସ୍ୱଚ୍ଛତା ଅବଲମ୍ବନ ପୂର୍ବକ ଜୀବନର ପ୍ରତ୍ୟେକ ସ୍ତରରୁ ଦୁର୍ନୀତି ଦୂର କରିବା ପାଇଁ ବିନା ଦ୍ୱିଧାରେ କାର୍ଯ୍ୟ କରିବାକୁ ଶପଥ ପାଠ କରାଇଥିଲେ।

Comments are closed.