ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ୱର : ଦକ୍ଷିଣପୂର୍ବ ବଙ୍ଗୋପସାଗର-ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଆଇଏମଡିଙ୍କ ପକ୍ଷରୁ ସୂଚନା ମିଳିଛି । ଆସନ୍ତା ୧୯ ତାରିଖ ସୁଦ୍ଧା ଲଘୁଚାପଟି ଅବପାତରେ ପରିଣତ ହେବା ନେଇ ଆକଳନ କରାଯାଇଛି । ତେବେ ଓଡିଶା ଉପରେ ଲଘୁଚାପର ପ୍ରଭାବ କଣ ରହିବ ସେନେଇ କୌଣସି ସ୍ପଷ୍ଟ ସୂଚନା ଏଯାଏଁ ମିଳି ନାହିଁ ।

Comments are closed.