ଭାରତ ଓ ୱେଷ୍ଟଇଣ୍ଡିଜ ଶେଷ ଟ୍ବେଣ୍ଟି-୨୦ : ପ୍ରଥମେ ଟସ୍ ଜିତି ୱେଷ୍ଟଇଣ୍ଡିଜର ବୋଲିଂ ନିଷ୍ପତ୍ତି

ମୁମ୍ବଇ : ମୁମ୍ବଇର ୱାଙ୍ଖେଡେ ଷ୍ଟାଡିୟମରେ ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ତୃତୀୟ ତଥା ଅନ୍ତିମ ଟ୍ବେଣ୍ଟି-୨୦ ମ୍ୟାଚ ଆରମ୍ଭ ହୋଇଛି। ଏହି ମ୍ୟାଚରେ ଇଣ୍ଡିଜ ଅଧିନାୟକ କିରାନ ପୋଲାର୍ଡ ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।

Comments are closed.