ନଭେମ୍ବର ୧୩ରୁ ଶୀତକାଳୀନ ଅଧିବେଶନ

ଭୁବନେଶ୍ବର: ରାଜ୍ୟ ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୧୩ରୁ ଆରମ୍ଭ ହେବାକୁ ଯାଉଛି। ଏହି ଶୀତକାଳୀନ ଅଧିବେଶନ ନଭେମ୍ବର ୧୩ରୁ ଆରମ୍ଭ ହୋଇ ଡିସେମ୍ବର ୧୯ ଯାଏ ଚାଲିବ। ଏହି ଅଧିବେଶନରେ ୩୦ଟି କାର୍ଯ୍ୟ ଦିବସ ରହିଛି । ତେବେ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ ।

 

 

Comments
Loading...