ବିଧାନସଭାର ଶୀତ ଅଧିବେଶନ ୨୦ରୁ, ପ୍ରଥମ ଦିନରେ ଆଗତ ହେବ ଅତିରିକ୍ତ ବଜେଟ

 

ନଭେମ୍ବର ୨୦ରୁ ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ । ଏହି ଅଧିବେଶନ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହି ଅଧିବେଶନର ପ୍ରଥମ ଦିନରେ ୨୦୨୦-୨୧ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ୍ ଆଗତ ହେବ । ଏହି ଅଧିବେଶନ ଡ଼ିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସ୍ଥିର ହୋଇଛି ।

Comments are closed.