ବିଧବା ମହିଳାଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ବ୍ରହ୍ମପୁର: ସଦର ଥାନା ଅନ୍ତର୍ଗତ ଡେଙ୍ଗାପଦର ଗ୍ରାମ ନିକଟ ବିଲରୁ ସୋମବାର ଜଣେ ବିଧବା ମହିଳାଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମହିଳାଜଣକ ସେହି ଗ୍ରାମର ସୁଷମା ବିଶୋଇ ବୋଲି ଜଣାପଡ଼ିଛି। କିଛି ବର୍ଷ ତଳେ ତାଙ୍କ ସ୍ୱାମୀଙ୍କ ମୃତ୍ୟୁ ହୋଇଥିବା ବେଳେ ସମ୍ପତ୍ତି ଲୋଭରେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ପୁଲିସ ତଦନ୍ତ ଜାରି ରଖିଛି।

Comments
Loading...