ଯୋଗେନ୍ଦ୍ରଦେବ ଉଚ୍ଚ ବିଦ୍ୟାଳୟରେ ବରିଷ୍ଠ ଶିକ୍ଷକ ଟଙ୍କଧର ସାହୁଙ୍କୁ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ର ମାନଙ୍କ ତରଫରୁ ଅବସରକାଳୀନ ସମ୍ବର୍ଦ୍ଧନା

ବୌଦ୍ଧ, : ବୌଦ୍ଧ ସହର ଯୋଗେନ୍ଦ୍ରଦେବ ଉଚ୍ଚ ବିଦ୍ୟାଳୟରେ ବରିଷ୍ଠ ଶିକ୍ଷକ ଟଙ୍କଧର ସାହୁଙ୍କୁ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ର ମାନଙ୍କ ତରଫରୁ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଅଛି କ୍ଷ ୩୦ଅପ୍ରେଲ ୨୦୨୨ରେ ଶ୍ରୀ ସାହୁ ସରକାରୀ ଚାକିରିରୁ ଅବସର ନେଇଥିବାରୁ ଆଜି ବିଦ୍ୟାଳୟ ପରିସରରେ ଉକ୍ତ କାର‌୍ୟ୍ୟକ୍ରମ କରାଯାଇଥିଲା କ୍ଷ ଆୟୋଜିତ ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ଗୋଷ୍ଠୀ ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ଘିବେଲା ସଭାପତିତ୍ୱ କରିଥିବା ବେଳେ ଜିଲ୍ଲା ଶିକ୍ଷା ଅଧିକାରୀ ଡ଼ଃ ଉଦୟନାଥ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରୀ ସାହୁଙ୍କ କାର‌୍ୟ୍ୟାବଳୀ ଉପରେ ବକ୍ତବ୍ୟ ରଖିଥିଲେ ।

Comments are closed.