www.samajalive.in
Monday, December 8, 2025
13.1 C
Bhubaneswar

ଜୀ ସାର୍ଥକରେ ନୂଆ ଚଳଚ୍ଚିତ୍ର ‘ଅଳ୍ପ ଦିନର ଗଳ୍ପ’

ଭୁବନେଶ୍ୱର  : ଜୀ ସାର୍ଥକରେ ମୁକ୍ତିଲାଭ କରିବ ନୂଆ ଓଡ଼ିଆ ସିନେମା ‘ଅଳ୍ପ ଦିନର ଗଳ୍ପ’ । ଏଥିରେ ନବାଗତ ଜ୍ୟୋତି ଓ ସାୟଲ୍ ମୁଖ୍ୟ ଭୂମିକାରେ ଅଭିନୟ କରିଛନ୍ତି । ଭୁବନେଶ୍ୱରରେ ଏକ ତାରକା ହୋଟେଲରେ ସିନେମାର ସଙ୍ଗୀତ ଉନ୍ମୋଚିତ ହୋଇଥିବାବେଳେ ୧୬ ତାରିଖ ସନ୍ଧ୍ୟା ସାଢ଼େ ଛଅଟାରେ ଏହି ଚଳଚ୍ଚିତ୍ର ପ୍ରସାରିତ ହେବ ବୋଲି ଚ୍ୟାନେଲ ପକ୍ଷରୁ କୁହାଯାଇଛି। ଏହାର କାହାଣୀ ଓ ସଂଳାପ ରଚନା କରିଛନ୍ତି ଭରଦ୍ୱାଜ ପଣ୍ଡା। ଅଜୟ ରାଉତ ପ୍ରଯୋଜିତ ଓ ଅଶୋକ ପତି ନିର୍ଦେଶିତ ସିନେମାର ଗୀତ ରଚନା କରିଛନ୍ତି ପୁଷ୍ପକ ପରିଡ଼ା। ସଙ୍ଗୀତରେ ସଜାଇଛନ୍ତି ଆସାଦ ନିଜାମ୍। ସତ୍ୟଜିତ, ଅସୀମା, କୁଲଦୀପ, ଆଶୁତୋଷ ପ୍ରମୁଖ କଣ୍ଠଦାନ କରିଛନ୍ତି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories